32.9 C
Balāngīr
Thursday, July 10, 2025

ଘର ସମ୍ମୁଖରୁ ପୂର୍ବତନ ସରପଞ୍ଚଙ୍କ ମୃତଦେହ ଉଦ୍ଧାର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଅନୁଗୁଳ, (୨୮/୦୫) : ଘର ସମ୍ମୁଖରୁ ଅନୁଗୋଳ ଜିଲ୍ଲା ଜେରଙ୍ଗ ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ବିଭୂତି ଗଡ଼ନାୟକ ।

ଗତକାଲି ରାତିରେ ବିଭୂତି ଖାଇପିଇ ଘରେ ଶୋଇଥିଲେ । ଆଜି ସକାଳେ ତାଙ୍କ ମୃତଦେହ ଘର ସମ୍ମୁଖରୁ ଉଦ୍ଧାର କରାଯାଇଥିଲା । ଏନେଇ ପରିବାର ଲୋକେ ଜରପଡ଼ା ଥାନାରେ ଅଭିଯୋଗ କରିଛନ୍ତି । କେମିତି ଓ କେଉଁ ପରିସ୍ଥିତିରେ ବିଭୂତିଙ୍କର ମୃତ୍ୟୁ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି । ଏହା ରାଜନୈତିକ ହିଂସା ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ିନାହିଁ । ସୂଚନାଯୋଗ୍ୟ, କିଛି ଦିନ ତଳେ ବିଭୂତିଙ୍କର କୌଣସି କଥାକୁ ନେଇ ୩ରୁ ୪ ଜଣଙ୍କ ସହ ଝଗଡ଼ା ହୋଇଥିଲା । ଏନେଇ ତାଙ୍କ ଘର ଉପରେ ପଥର ମାଡ଼ ହୋଇଥିବା ଜଣାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...