32.9 C
Balāngīr
Tuesday, May 20, 2025

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା/ଚନ୍ଦ୍ରପୁର, (୧୦/୦୨) : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।WhatsApp Image 2025 02 10 at 20.32.24 ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ ଖେମୁଣ୍ଡୁ,, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ପଂଚାୟତ ସମିତି ଅଧ୍ୟକ୍ଷ, ଶ୍ରୀ କୋୟାନ କିମ୍ଵାକା,ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଆଶିଷ କୁମାର ପ୍ରଧାନ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୩୩ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୪ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୪ଜଣକୁ ସ୍ୱାସ୍ଥ୍ୟ ଗତ ଚିକିତ୍ସା ନିମନ୍ତେ ୨୫ହଜlର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଥିଲେ l ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ବ୍ୟାଟେରୀ ଚlଳିତ ଗାଡ଼ି ପ୍ରଧାନ କରିଥିଲେ l ଆଜିର ଏହି ଅଭିଯୋଗ ଶିବିରରେ ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟ ଗତ ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...