32.9 C
Balāngīr
Thursday, June 12, 2025

ଚପଲ ଦୋକାନ ପୋଡ଼ି ପାଉଁଶ, ସଟ୍ ସର୍କିଟରୁ ନିଆଁ

Must read

ରାୟଗଡ଼ା, (୦୮/୦୬) : ଆପ୍ର. : ରାୟଗଡ଼ା ତହସିଲ କାର୍ଯ୍ୟାଳୟ ନିକଟସ୍ଥ ଏକ ଚପଲ ଦୋକାନରେ ସଟ୍ ସର୍କିଟ ଯୋଗୁଁ ଚପଲ ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ଯାଇଛି

ଏଥିରେ ଦୋକାନର ସମସ୍ତ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ପ୍ରାୟ ୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଥିବା ସୂଚନା ଦେଇଛନ୍ତି ଦୋକାନ ମାଲିକ ରଶ୍ମିତା ବେହେରା । ତାଙ୍କ ସ୍ତ୍ରୀ ରଶ୍ମିତା ବେହେରା । ସନ୍ଧ୍ୟାରେ ସଟ୍ ସର୍କିଟ କାରଣରୁ ଚପଲ ଦୋକାନରେ ନିଆଁ ଲାଗିଯାଇ ସମ୍ପୂର୍ଣ୍ଣ ପୋଡ଼ି ଯାଇଥିଲା । ତେବେ ଏଥିରେ କାହାର କିଛି କ୍ଷତି ଘଟିନାହିଁ ।

ଦୋକାନରେ ପ୍ରାୟ ୩ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଜୋତା ଆଦି ସମ୍ପୁର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି ବୋଲି କହିଛନ୍ତି ଦୋକାନ ମାଲିକ ରଶ୍ମିତା ବେହେରା । ନିଆଁ ଲାଗିଯିବା ଦେଖି ନିକଟସ୍ଥ ତହସିଲ ଛକରେ କାର୍ଯ୍ୟରତ ଟ୍ରାଫିକ ପୋଲିସ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ । ଖବରପାଇ ଅଗ୍ନିଶମ ବିଭାଗ ସେଠାରେ ପହଂଚି ନିଆଁକୁ ଆୟତ କରିଥିଲେ ହେଁ ଦୋକାନର ସମସ୍ତ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଥିଲା ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...