32.9 C
Balāngīr
Sunday, July 13, 2025

ଚବିଶ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବୀରମହାରାଜପୁର, (୧୫/୦୨) : ସୁବର୍ଣ୍ଣପୁର ଜିଲ୍ଲା ଭାଲୁଡୁଙ୍ଗୁରୀ ଗ୍ରାମର ଶୃଙ୍ଗଦର୍ହରେ ହେବ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ଉତ୍ସବ । ଏଥିପାଇଁ ଶୁକ୍ରବାର ଦିନ ପୂର୍ବାହ୍ନରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ଶୃଙ୍ଗଦର୍ହ ସ୍ଥିତ ରାଧା ବହ୍ଲଭ ମଠର ମଠାଧିସ ସନତ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ଭବ୍ୟ କଳସ ଶୋଭାଯାତ୍ରାରେ ଅଞ୍ଚଳର ଶତାଧିକ ମହିଳା ସାମିଲ ହୋଇ କଳସ ବୋହିଥିଲେ। ନିକଟସ୍ଥ ଜଳାଶୟରେ ଗଙ୍ଗା ମାତାଙ୍କୁ ଆବାହନ ପରେ ଜଳ ପୂର୍ଣ୍ଣ କଳସକୁ ନେଇ ଏକ ଭବ୍ୟ ଶୋଭାଯାତ୍ରା କରି ସୁନ୍ଦରାକାଣ୍ଡ ମଣ୍ଡପରେ ସ୍ଥାପନ କରାଯାଇଥିଲା । ଏଥିର ପୂଜକ ଭାବେ ଘନଶ୍ୟାମ ପଣ୍ଡା ଓ ସୁଦାମ ପଣ୍ଡା ପୂଜକ ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ ।

ଏହି ଅବସରରେ ଶୁକ୍ରବାର ଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସୁନ୍ଦରାକାଣ୍ଡ ପାରାୟଣ କରାଯାଇଥିଲା । ଏଥିରେ ବୀରମହାରାଜପୁର ବ୍ଲକ ବଡ଼ବର୍ଡାକଟା ଗ୍ରାମର ଅଟଳ ମିଶ୍ର ବ୍ୟାସ ଭାବେ ଯୋଗଦେଇ ସୁନ୍ଦରା କାଣ୍ଡ ପାଠ କରିଥିଲେ । ତେବେ ଏହି ସୁନ୍ଦରାକାଣ୍ଡ ଦେଖିବାକୁ ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ତେବେ ଆଜି ସକାଳୁ ଚବିଶ ପ୍ରହରୀ ନାମଯଜ୍ଞର ଅଧିବାସ ହେବ। ଏହା ସହିତ ସୋମବାର ଦିନ ଭାଲୁଡୁଙ୍ଗୁରୀ ଶୃଙ୍ଗଦର୍ହ ରେ ନବ ନିର୍ମିତ ରାଧା ବହ୍ଲବ ମଠର ପ୍ରତିଷ୍ଠା ହେବ।

 

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...