32.9 C
Balāngīr
Thursday, July 10, 2025

ଚିତ୍ରଶିଳ୍ପୀ ପରମେଶ୍ୱର ମେହେର ଙ୍କ ଜିଲ୍ଲାପାଳ ଙ୍କୁ ପ୍ରତିଛବି ଭେଟି

Must read

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ,(୦୭/୧୨) : ବୌଦ୍ଧ ଜିଲ୍ଲା ବାଉଁଶୁଣି ବଉଦିଆପଡ଼ା ର ଚିତ୍ରଶିଳ୍ପୀ ପରମେଶ୍ୱର ମେହେର ଜଣେ ଭଲ ଚିତ୍ରଶିଳ୍ପୀ ଭାବରେ ଜାତୀୟ, ଆନ୍ତର୍ଜାତୀୟ ସ୍ତରରେ ପୁରସ୍କୃତ ହୋଇଛନ୍ତି ।

ଯେହେତୁ ଶ୍ରୀ ମେହେର ବୌଦ୍ଧ ଜିଲ୍ଲା ର ବାସିନ୍ଦା ତେଣୁ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଙ୍କୁ ଉତ୍ସାହ କରିବା ପାଇଁ ତାଙ୍କର ଏକ ଫଟୋ ଆଙ୍କିଥିଲେ । ସେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ ଆଶ୍ରମ ସ୍କୁଲ୍ ରେ ଆର୍ଟ ଶିକ୍ଷକ ଭାବରେ ଅଛନ୍ତି । ତାଙ୍କ ଅନୁପସ୍ଥତି ହେତୁ ଚିତ୍ରଶିଳ୍ପୀ ପରମେଶ୍ୱର ମେହେର ଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କ କାକା ଦେବରାଜ ମେହେର ଏବଂ ତାଙ୍କ ଭାଇ ସୁମନ୍ତ ମେହେର ଆସି ଜିଲ୍ଲାପାଳ ଶ୍ରୀ ମିଶ୍ର ଙ୍କୁ ଫଟୋ ଟିକୁ ପ୍ରଦାନ କରିଥିଲେ । ଯାହାକୁ ଦେଖି ଜିଲ୍ଲାପାଳ ଶ୍ରୀ ମିଶ୍ର ଭୂରି ଭୂରି ପ୍ରଶଂସା କରିବା ସହିତ ବହୁତ ଖୁସି ଅନୁଭବ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...