32.9 C
Balāngīr
Sunday, July 13, 2025

ଚୋରା କାଠ ବୋଝେଇ ଟ୍ରକ ଜବତ, ଜଣେ ଗିରଫ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୨୨/୦୨) : କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲ ନିକଟରୁ ଗୋଟିଏ ଚୋରା କାଠ ବୋଝେଇ ଟ୍ରକକୁ ଜବତ କରିଛି ବନ ବିଭାଗ

ଏଥିସହିତ ଟ୍ରକ ଡ୍ରାଇଭର ଶାନ୍ତନୁ କୁମାର ମହାନ୍ତିକୁ ଗିରଫ କରାଯାଇଛି । ଜବତ କାଠର ଆନୁମାନିକ ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ। ଟ୍ରକରେ ଶିରିସା, ଚାକୁଣ୍ଡା ଓ ମାହାଳ କାଠ ଲୋଡ଼ ହୋଇଥିଲା । ଟ୍ରକଟି ପରଜଙ୍ଗ ରୋଡ଼ ଗଇଲୋ ଗାଁରୁ କାଠ ନେଇ ବାହାରକୁ ଚାଲାଣ ହେଉଥିଲା । ବିଶେଷ ସୂତ୍ରରୁ ଖବର ପାଇ ମୁକ୍ତାପଶି ଫରେଷ୍ଟର ଟ୍ରକଟିକୁ ଧରିବାରେ ସଫଳ ହୋଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...