32.9 C
Balāngīr
Sunday, July 13, 2025

ଚୋରା ମୂର୍ତ୍ତି ସହ ବ୍ୟବହୃତ ସାମଗ୍ରୀ ଜବତ, ୪ ଜଣ ଗିରଫ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୫/୦୨) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପୁଲିସ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଭିନ୍ନ ଧାତୁରେ ନିର୍ମିତ ମୂର୍ତ୍ତି ସହିତ ୪ଟି ବାଇକ, ୬ ଟି ଟ୍ୟାବ, ୯ ଟି ଏଟିଏମ ଓ ଗୋଟିଏ ସ୍ମାର୍ଟ ବୋର୍ଡ ଉଦ୍ଧାର କରିଥିବାବେଳେ ୪ ଜଣ ଅନ୍ତଃରାଜ୍ୟ ଲୁଟେରକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ଚୋରା ମୂର୍ତ୍ତି ସହ ବ୍ୟବହୃତ ସାମଗ୍ରୀ ଜବତ, ୪ ଜଣ ଗିରଫ । କିଛି ଦିନ ତଳେ ବୀରମହାରାଜପୁର ଥାନା ଅନ୍ତର୍ଗତ ସୁନାପାଳି ନିକଟରେ ହୋଇଥିବା ଲୁଟ ଘଟଣାର ତଦନ୍ତ କରି ଏହି ସବୁ ସାମଗ୍ରୀ ଉଦ୍ଧାର କରିବା ସହିତ ଅଭିଯୁକ୍ତମାନଙ୍କୁ ଧରିବାରେ ସକ୍ଷମ ହୋଇଛି । ତେବେ ଏହି ଘଟଣାରେ ସମ୍ପୃକ୍ତ ଆଉ ଦୁଇ ଅଭିଯୁକ୍ତକୁ ଖୋଜୁଛି ପୁଲିସ । ଏହି ୬ ଜଣିଆ ଡକାୟତ ଗ୍ୟାଙ୍ଗ ରାହାଜାନି ସହ ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା କହିଛି ପୁଲିସ । ଏନେଇ ବୀରମହରାଜପୁର ଥାନା ପରିସରରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସୁବର୍ଣ୍ଣପୁର ଏସପି ରାମ ପ୍ରସାଦ ସାହୁ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...