32.9 C
Balāngīr
Friday, April 25, 2025

ଛାତରୁ ପଡି ଯୁବକ ମୃତ, ପୋଲିସର ତଦନ୍ତ ଜାରି

Must read

ଅନୁଗୁଳ, (୧୩/୦୪) : ଆପ୍ର. : ଛାତରୁ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ । ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ଓଗି ଗାଁରେ ଘଟିଯାଇଛି ଅଘଟଣ ।

ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ଓଗି ଗାଁର ଧରଣୀ ନାୟକଙ୍କ ପୁଅ ରାଜା ହୁସେନ୍ ନାୟକ । ତାଙ୍କ ବୟସ ୨୭ ବର୍ଷ । ଖବର ମୁତାବିକ୍, ଓଗି ଗାଁର ଧରଣୀ ନାୟକଙ୍କ ପୁଅ ରାଜା ହୁସେନ୍ ନାୟକ ନାମକ ଯୁବକ ଛାତ ଉପରୁ ତଳକୁ ଖସି ପଡିଥିଲେ। ପରିବାର ଲୋକେ ଦେଖି ସଙ୍ଗେ ସଙ୍ଗେ ପ୍ରଥମେ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ରାଜାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

ଜରପଡ଼ା ଥାନା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ରାଜାଙ୍କ ମୃତ ଶରୀରକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଶବ ବ୍ୟବଚ୍ଛେଦ ଗୃହ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି । ସେପଟେ କେମିତି ରାଜାଙ୍କର କେମିତି ମୃତ୍ୟୁ ହେଲା ? ଛାତ ଉପରୁ ରାଜା କେମିତି ଛାତ ତଳକୁ ପଡିଲେ ? ତାକୁ ନେଇ ପୋଲିସ ତଦନ୍ତ ଚଳାଇଛି । ରାଜାଙ୍କ ମୃତ୍ୟୁ ପାଇଁ ଦାୟୀ କିଏ ? ପୋଲିସ ତଦନ୍ତ ପରେ ସତ୍ୟାସତ୍ୟ ସାମ୍ନାକୁ ଆସିବ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...