32.9 C
Balāngīr
Wednesday, April 23, 2025

ଛାତ୍ରୀ ମାନଙ୍କୁ ଅସଦାଚଦରଣ କରିବା ମହଙ୍ଗା ପଡ଼ିଲା : ଶେଷରେ ବନ୍ଧା ହେଲେ ଶିକ୍ଷକ ନାଁରେ କଳଙ୍କ ସାଜିଥିବା ପ୍ରଧାନ ଶିକ୍ଷକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଲୋଇସିଂହା, (୩୦/୦୧) : ଛାତ୍ରୀ ମାନଙ୍କୁ ଅସଦାଚଦରଣ କରିବା ମହଙ୍ଗା ପଡ଼ିଲା । ଶେଷରେ ବନ୍ଧା ହେଲେ ଶିକ୍ଷକ ନାଁରେ କଳଙ୍କ ସାଜିଥିବା ସେଇ ପ୍ରଧାନଶିକ୍ଷକ ଅଶୋକ ତ୍ରିପାଠୀ

ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ତଥା ସଦରଥାନା ଅଧୀନ ରେଙ୍ଗାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢୁଥିବା ଛାତ୍ରୀମାନଙ୍କୁ ସେଠାକାର ପ୍ରଧାନଶିକ୍ଷକ ଅଶୋକ ତ୍ରିପାଠୀ ଅସଦାଚଦରଣ କରୁଥିବା ଗତ ତିନି ଦିନ ତଳେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି ବଲାଙ୍ଗିର ସଦର ଥାନା ପୋଲିସ ଏହାକୁ ଗୁରୁତର ସହିତ ନେଇ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ଅଶୋକ ତ୍ରିପାଠୀଙ୍କୁ ଗିରଫ କରିଥିବା ଜଣାପଡ଼ିଛି ଓ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ଏହି ଘଟଣାକୁ ନେଇ ବଲାଙ୍ଗିର ସଦର ଏସ୍‌ଡିପିଓ ସୂଚନା ଦେଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...