32.9 C
Balāngīr
Saturday, April 26, 2025

ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ରାଇକିଆ ଅଞ୍ଚଳ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୦୫/୦୩) : ଆଜି ଠାରୁ ୭ ଦିନବ୍ୟାପି କନ୍ଧମାଳ ଜିଲ୍ଲା ରାଇକିଆ ଠାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ।

ଏଥିପାଇଁ ଉତ୍ସବ ମୁଖର ହୋଇ ଉଠିଛି ରାଇକିଆ ସହର । ଆଜି ମଙ୍ଗଳ ବାର ଅନୁଷ୍ଠିତ କଳସ ଯାତ୍ରାରେ ବହୁ ମହିଳାମାନେ ନଗର ପରିକ୍ରମା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଓ ଏହାବୁଧବାରଠାରୁ ସୋମବାର ପର୍ଯ୍ୟନ୍ତ ବନଯାଗ, ରତ୍ନମୁଦ, ନାମଯଜ୍ଞ, ଜ୍ଞାନ ଯଜ୍ଞ, ଅନ୍ନ ଯଜ୍ଞ,ଅଗ୍ନି ସ୍ଥାପନ, ଧ୍ୟାନଧିବାସ, ରତ୍ନ ସିଂହାସନରୋଣ, ଧଜ ଭ୍ରମଣ ଓ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ସମେତ ଭଜନ ସନ୍ଧ୍ୟା ମଧ୍ୟ ଅନୁଷ୍ଠିତ ହେବ। ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ପାଇଁ କମିଟି ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...