32.9 C
Balāngīr
Sunday, April 20, 2025

ଜଙ୍ଗଲ ନିଆଁ ପ୍ରତିରୋଧ ପାଇଁ, ରାୟଗଡା ଡିଏଫଓ ଏକ ରାତ୍ରି ଗସ୍ତ ନିରୀକ୍ଷଣ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୦୯/୦୩) : ଜଙ୍ଗଲ ନିଆଁ ପ୍ରତିରୋଧ ପାଇଁ, ରାୟଗଡା ଡିଏଫଓ ଏକ ରାତ୍ରି ଗସ୍ତ ନିରୀକ୍ଷଣ ।WhatsApp Image 2025 03 08 at 16.39.25 1 ଜଙ୍ଗଲ ନିଆଁ ପ୍ରତିରୋଧ ପାଇଁ, ରାୟଗଡା ଡିଏଫଓ ଏକ ରାତ୍ରି ଗସ୍ତ ନିରୀକ୍ଷଣ

ଗତ କାଲି ରାତି ୯ ଘଣ୍ଟିକା ସମୟରେ ବନଖଣ୍ଡ ଅଧିକାରୀ ଶ୍ରୀ ସଚିନ ଆନାସାହେବ ଓହଲ, Probationer DFO (IFS) ଶ୍ରୀ ପ୍ରତୀକ ପ୍ରକାଶ ଇନ୍ଦକର, ସହକାରୀ ବନସଂରକ୍ଷକ ଶ୍ରୀ ସନ୍ଦୀପ କୁମାର ପୃଷ୍ଟି, ଗୁମ୍ମା ବନରକ୍ଷୀ ଲାବଣ୍ୟ ମାଝୀ, କୁମ୍ବିକୋଟା ବନରକ୍ଷୀ ସମୀର କୁମାର ସାହୁ, ରାଫୁକଣା ବନରକ୍ଷୀ ପ୍ରଦୀପ କୁମାର ସାହୁଙ୍କ ସମେତ ଗୁମ୍ମା ସେକ୍ସନରେ କାର୍ଯ୍ୟରତ ସମସ୍ତ ବନକର୍ମଚାରୀ ମିଳିତ ଭାବେ ଗୁମ୍ମା ସେକ୍ସନରେ ରାତ୍ର ପେଟ୍ରୋଲିଙ୍ଗ କରିବା ସହ ବିଭିନ୍ନ ଜଙ୍ଗଲ ଯଥା: କଦୁପାଡୁ, ଗୁମ୍ମା, ଟିଟିଝୋଲା, ରାଫୁକଣା, ଆଦି ବୁଲି ଜଙ୍ଗଲ ନିଆଁ କୁ ଆୟତ୍ତ କରିଛନ୍ତି ।

ଏହି ଗସ୍ତ ରାୟଗଡା ରେଞ୍ଜ ଅଧୀନରେ ଥିବା ଗୁମ୍ମା ସେକ୍ସନରେ ଅନୁଷ୍ଠିତ ହୋଇଥିଲା। ଏହି ଗସ୍ତ ସମୟରେ, ଡିଏଫଓ ଏବଂ ତାଙ୍କ ଟିମ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଜଙ୍ଗଲ ଅଗ୍ନିକାଣ୍ଡ ପ୍ରତି ସଚେତନତା ବୃଦ୍ଧି କରିବା ଉପର ଜୋର ଦେଇଥିଲେ। ଜଙ୍ଗଲ ଅଗ୍ନିକାଣ୍ଡ ପ୍ରତିରୋଧ ପାଇଁ ସ୍ଥାନୀୟ ଲୋକଙ୍କୁ ସଚେତନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...