32.9 C
Balāngīr
Tuesday, July 15, 2025

ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

Must read

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ରିପୋର୍ଟ : କ୍ଷମା ସାଗର ଦାଶ୍
ମୁନିଗୁଡ଼ା, (୨୪/୦୧) : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଳକ ଅନ୍ତର୍ଗତ ଶିବପଦର ଗ୍ରାମପଞ୍ଚାୟତ ଅଧିନସ୍ଥ ବନମାଳୀ ଶିକ୍ଷା ନିକେତନ ଠାରେ ଛାତ୍ର ଛାତ୍ରୀ ଓ ଗ୍ରାମ ଲୋକଙ୍କୁ ନେଇ ଏକ ପଦଯାତ୍ରାରେ ଶିବପଦର ଓ ଆଖ ପାଖ ଗାଁ’ରେ ‌ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଥିଲା ।WhatsApp Image 2025 01 24 at 18.28.15 ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଏହି କାରର୍ଯକ୍ରରେ ମୁନିଗୁଡା ବନବିଭାଗ ଅଧିକାରୀ ଓ ଗାଁ ଲୋକେ ଉପସ୍ଥିତ ରହିଥିଲେ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କିପରି କରାଯାଇପାରିବ ଓ ପଡୁ ଚାଷ ନକରିବା ପାଇଁ ଗାଁ ଗାଁ ରେ ଲୋକଙ୍କୁ ସଚେତନତା କରାଇବା ପାଇଁ ରେଞ୍ଜର ଅନିଲ୍ କୁମାର ଵାଲା ଗାଁ ଲୋକଙ୍କୁ କହିଥିଲେ।ଏହି କାର୍ଯ୍ୟକ୍ରମରେ ଫରେଷ୍ଟର୍ ପ୍ରମୋଦିନି ମାଡାଙ୍ଗୀ, ଫରେଷ୍ଟର ଗାର୍ଡ ରଣନୀତି ମହାରଣା,ଅହଲ୍ୟା ପାତ୍ର ଓ ବନମାଳୀ ଶିକ୍ଷା ନିକେତନ ପ୍ରଧାନ ଶିକ୍ଷକ ରାଜକିଶୋର ବେହେରା, ସ୍ଥାନୀୟ ସରପଞ୍ଚ ପ୍ରକାଶ କରଶିକା ଉପସ୍ଥିତି ରହିଥିଲେ ।

ଦିନ କୁ ଦିନ ଜଙ୍ଗଲ ଧ୍ବଂସ ହୋଊଥିବା ଓ ଜଙ୍ଗଲ ରେ ନିଆଁ ଲଗାଇ ଦେଉଥିବା ଯୋଗୁଁ ଜଙ୍ଗଳ ନଷ୍ଟ ହେବାରେ ଲାଗିଛି ଏଣୁ ଜଙ୍ଗଲ ର ଜୀବଜନ୍ତୁ ଗାଁ ଆଡେ ମାଡ଼ି ଆସୁଅଛନ୍ତି । ଏଥିପାଇଁ ଗାଁ ଲୋକେ ସଚେତନତା ହେବାଦକାର ବୋଲି ସରପଞ୍ଚ ପ୍ରକାଶ କରଶିକା କହିଛନ୍ତି । ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚିବା ଜଳ ବାୟୁ ର ଅଭାବ ଅନଟନ ରହିବ ନାହି ଏଣୁ ଆଜି ଦିନ ଠାରୁ ଜଙ୍ଗଲ ର ଯତ୍ନ ନେବା ଓ ଗୋଟିଏ ଗୋଟିଏ ଗଛ ଲଗାଇବା ପାଇଁ ଶ୍ରୀ ବେହେରା ଲୋକମାନଙ୍କୁ କହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...

ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିଦର୍ଶନ

ପୁରୁଷୋତ୍ତମପୁର, (୧୫/୦୭) :ଆପ୍ର. : ପୁରୁଷୋତ୍ତମପୁର ରଥସାହି ରେ ଦୀର୍ଘ ୩୫୦ ବର୍ଷ ରୁ ଅଧିକ ସମୟ ଧରି ବିଜେ କରିଥିବା ଜଗନ୍ନାଥ ମନ୍ଦିର ର ନବୀକରଣ ପାଇଁ ପୁରୀ ମୁକ୍ତି ମଣ୍ଡପ...