32.9 C
Balāngīr
Saturday, April 26, 2025

ଜରାସିଂହା କଲେଜରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଦେଓଗାଁ, (୦୫/୦୩) : ଦେଓଗାଁ ବ୍ଲକ ଅନ୍ତର୍ଗତ ଜରାସିଂହା ଶାଶ୍ଵତ ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରୀଙ୍କ ପାଇଁ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି ।

କଲେଜ ଅଧ୍ୟକ୍ଷ ପୁରୁଷୋତ୍ତମ ମେହେରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମାଷ୍ଟର ଟ୍ରେନର ପ୍ରେମବତୀ ଜାଲ ଯୋଗଦେଇ ଆତ୍ମରକ୍ଷା ତାଲିମର ଉପାଦେୟତା ସମ୍ବନ୍ଧରେ ବିବରଣୀ ପ୍ରଦାନ କରିଥିଲେ । ଅଧ୍ୟାପକ ଶ୍ରୀନିବାସ ଗଡତ୍ୟା, ଜଗଦୀଶ ସିଂ ବାବୁ, ସୁରେଶ ଚନ୍ଦ୍ର ବାରିକଙ୍କ ସହ ଅଧ୍ୟାପିକା ବିନ୍ଦୁ ସାଗର ବେହେରା, ସଂଗୀତା ମେହେର, ନିକିତା ବିଶି ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ସଂଯୋଜକ ରାଜନୀତି ବିଭାଗର ଅଧ୍ୟାପିକା ସଂଗୀତା ପ୍ରଧାନ ସଂଯୋଜନା କରିଥିବା ବେଳେ ଶାରୀରିକ ଶିକ୍ଷକ ନଳିନୀକାନ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...