32.9 C
Balāngīr
Monday, April 28, 2025

ଜଳଶକ୍ତି ଅଭିଯାନ ଉପରେ କେନ୍ଦ୍ରୀୟ ଟିମର ରlୟଗଡ଼ ଜିଲ୍ଲା ଗସ୍ତ ଓ ଭିଭିନ୍ନ କାର୍ଯ୍ୟ ସମୀକ୍ଷl

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୧୧/୦୩) : କେନ୍ଦ୍ରୀୟ ଜଳଶକ୍ତି ବିଭାଗର ଯୁଗ୍ମ କମିଶନର ତଥା ନୋଡାଲ ଅଧିକାରୀ ଶ୍ରୀ ସମୀର କୁମାର ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ରୀୟ ଟିମ ଦୁଇଦିନିଆ ରାୟଗଡା ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଅଂଚଳ ଗସ୍ତ କରି ଉନ୍ନୟନ କାର୍ଯ୍ୟ ଅନୁଧ୍ୟାନ କରିଥିଲେ lWhatsApp Image 2025 03 11 at 21.16.02 ଜଳଶକ୍ତି ଅଭିଯାନ ଉପରେ କେନ୍ଦ୍ରୀୟ ଟିମର ରlୟଗଡ଼ ଜିଲ୍ଲା ଗସ୍ତ ଓ ଭିଭିନ୍ନ କାର୍ଯ୍ୟ ସମୀକ୍ଷl

ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାୟଗଡ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁଙ୍କ ତତ୍ୱାବଧାନରେ ଜିଲ୍ଲାର କାଳନରl, ରାମନାଗୁଡ଼ା, ପଦ୍ମପୁର ଓ ଗୁଣୁପୁର ଓ ରାୟଗଡ ବ୍ଲକ ଗସ୍ତ କରିଥିଲେ l ଏହି ପରିଦର୍ଶନ ସମୟରେ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ,କ୍ଷୁଦ୍ର ଜଳସେଚନ ବିଭାଗ, ଜଳଛାୟା ମିଶନ, ଉଦ୍ୟାନ ବିଭାଗ, ଗ୍ରମୀୟ ଯୋଗାଣ ସଂସ୍ଥା ଓ ବନ ବିଭାଗ ତରଫରୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପ ଯଥା କ୍ଷେତ ପୋଖରୀ, ଚେକେଡେମ, ଗୋଲାପ ବଗିଚା, ପୁନ୍ନରୁଦ୍ଧାର ହୋଇଥିବା ପୋଖରୀ, ଅମୃତ ସରବୋର, କ୍ଷୁଦ୍ର ଜଳ ସେଚନ ବିଭାଗର ପୋଖରୀ, ଗ୍ରାମୀୟ ଜଳାଯୋଗାଣ ବିଭାଗର ଜଳବିଶୋଧନ ପ୍ରକଳ୍ପ, ନଳ ଯୋଗେ ଜଳ ଯୋଗାଣ ପ୍ରକଳ୍ପ ଆଦି ବୁଲିଦେଖିଥିଲେ l

ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ କେନ୍ଦ୍ରୀୟ ଯୁଗ୍ମ କମିଶନର ଶ୍ରୀ ପାଣ୍ଡେ, ସଦସ୍ୟ ବିଭୂତି ଭୂଷଣ ସାହୁ, ସିଡିଓ ତଥା ଇଓ ଜିଲ୍ଲାପରିଷଦ ଶ୍ରୀ ଖେମୁଣ୍ଡୁ, ବନ ଖଣ୍ଡ ଅଧିକାରୀ ଶ୍ରୀ ସଚିନ ଅନ୍ହା ସାହେବ ଓହଲେ, କ୍ଷୁଦ୍ର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ, ଉଦ୍ୟାନ ବିଭାଗର ଉଦ୍ୟାନବିତ, ଜଲଛାୟା ମିଶନର ପ୍ରକଳ୍ପ ନିର୍ଦେଶକ,ଗ୍ରାମୀୟ ଜଳ ଲଯୋଗାଣ ସଂସ୍ଥାର ସହକାରୀ ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀ ମନେ ଉପସ୍ଥିତ ରହି ନିଜ ନିଜ ବିଭାଗର କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...