32.9 C
Balāngīr
Sunday, April 20, 2025

ଜଳିଗଲା ଚାଉଳ ବୋଝେଇ ଟ୍ରକ, ଅଳ୍ପକେ ବର୍ତ୍ତି ଗଲେ ଡ୍ରାଇଭର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର/ଟିଟିଲାଗଡ, (୨୭/୦୨) : ଟିଟିଲାଗଡ଼ ବ୍ଲକ ବେଲଗାଁ ରାସ୍ତା ଦେଶିଲ ଝାରଦେଓବନ୍ଧ ନିକଟସ୍ତ କର୍ଲା ଜୋର ଛକ ଠାରେ ରାତ୍ର ୮ଘଣ୍ଟା ସମୟରେ ଜଳିଗଲା ଚାଉଳ ବୋଝାଇ ଟ୍ରକର କେବିନ, CG 04DH 3198 ଗାଡ଼ି ମାଳିକର ନାମ ଟିଟିଲାଗଡ଼ ସହରର ନଦିମ ଖାଁନ ବୋଲି ଜାଣିବାକୁ ମିଳିଛି ।

ଅଗ୍ନିସମ ବିଭାଗ ଘଟଣାସ୍ଥଳ କୁ ଯାଇ ନିଆଁ କୁ ଆୟତ୍ତ କରିଥିଲେ। ସଟ୍ ସାରର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ଟ୍ରକ୍ ମାଲିକ ନଦିମ୍ ଖାଁନ କହିଛନ୍ତି । ମହାବୀର ରାଇସ୍ ମିଳ ବେଲଗାଁ ରୁ ଚାଉଳ ଆଣୁଥିଲେ ୪୦୦ ଶହ ବସ୍ତା ୨୦୦ ଶହ କୁଇଣ୍ଟାଲ । ଟିିଟିଲାଗଡ଼ ନିକଟସ୍ତ ଚାରଭଟା ଏପ ସି ଆଇ ଗୋଦାମ ଗୃହ କୁ ଅଣା ଯାଉଥିବା ବୋଲି ସୂଚନା ଦିଆ ଯାଇଛି । ଘଟଣାର ସବିଶେଷ ତଦନ୍ତ ପରେ ସଷ୍ଟ ଚ଼ିତ୍ର ଜଣା ପଡ଼ିବ ବୋଲି ସୂଚନା ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...