32.9 C
Balāngīr
Tuesday, May 13, 2025

ଜଳୁଛି ସାରା ଓଡିଶା, ୨୬ ତାରିଖ ଯାଏ ହିଟୱେଭ ୱାର୍ଣ୍ଣିଂ ଜାରି

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୨୩/୦୪) : ଆପ୍ର. : ଜଳୁଛି ସାରା ଓଡିଶା । ଡେଉଁଛି ପାରଦ । କଲବଲ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି । ଝାରସୁଗୁଡ଼ା, ସମ୍ବଲପୁର, ହୀରାକୁଦ ଓ ରାଉରକେଲାରେ ଅସହ୍ୟ ଗରମ।

ଆସନ୍ତା ୨୬ ତାରିଖ ଯାଏ ହିଟୱେଭ ୱାର୍ଣ୍ଣିଂ ଜାରି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତାକାଲି ସିଭିୟର ହିଟୱେଭ ପାଇଁ ଝାରସୁଗୁଡ଼ା ଓ ହିଟ ୱେଭ ପାଇଁ ୭ ଜିଲ୍ଲା ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ସୋନପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ହିଟୱେଭ ପାଇଁ ଅନୁଗୁଳ, ନୂଆପଡ଼ା ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଗରମ ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲା ଓ ଉଷ୍ମ ରାତି ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୨୪ ତାରିଖ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତ୍ତୀ ୩ ଦିନରେ ଦିନ ତାପମାତ୍ରାରେ ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ୪୬.୨ ଡିଗ୍ରି ସେଲସିୟସ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ରେକର୍ଡ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...