32.9 C
Balāngīr
Saturday, April 26, 2025

ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୪/୦୧) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ, ଶିଶୁ ସୁରକ୍ଷା ବିଭାଗ, ସ୍ୱାସ୍ଥ୍ୟ ବିଭାଗ ଓ ଶିକ୍ଷା ବିଭାଗଙ୍କ ଆନୁକୂଲ୍ୟରେ ସ୍ଥାନୀୟ ସଂସ୍କୃତି ଭବନ ଠାରେ ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୫ଓ ଦଶବର୍ଷ ପୂର୍ତ୍ତି ବେଟି ବଚାଓ ବେଟି ପଢ଼ାଓ କାଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି l

ଏହିରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲପାଳ ଅଞ୍ଜଳୀନା ପ୍ରଧାନ ଯୋଗ ଦେଇ ଥିଲେ l ଏହି କାର୍ଯ୍ୟକ୍ରମକୁ ଶିଶୁ ସୁରକ୍ଷା ଅଧିକାରୀ ବିଜୟ ବିଶ୍ୱାଳ ପରିଚାଳନା କରିଥିବା ବେଳେ ଏଥିରେ ଅନ୍ୟ ଅତିଥି ମାନେ ହେଲେ ଡ଼ିଏସପି ରେଣୁକା ସୁନା, ଏଇଓ ଜିଲ୍ଲା ପରିଷଦ, ପଲ୍ଲବୀ ରାଣୀ ରାଜ, ସର୍ବଶିକ୍ଷା ଅଭିଯାନ ର ପର୍ଶୁରାମ ମେହେର ଓ ଡିପି ଏଚ ଓ, ଏନ ଏଚ ଏମ ଡାକ୍ତର ମନୋଜ କୁମାର ଅଦାବର ପ୍ରୋଗ୍ରାମ ଅଫିସର, ଅନିତା ଗୁରୁ ପ୍ରମୁଖ ଯୋଗ ଦେଇ ଥିବା ବେଳେ ନିନଜର ବକ୍ତବ୍ୟ ରଖିଥିଲେ l

ଏହି କାର୍ଯ୍ୟକ୍ରମ ରେ ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଶଙ୍କର୍ଷଣ ପଣ୍ଡା, ସଦସ୍ୟ ହେମନ୍ତ କୁମଇ ସା, ସନ୍ଟୁନୁ କର୍ଣ୍ଣ, ଜେନଡର ସଂଯଜକ ମାନସ ସେଟ, ଜିଲ୍କା ଶିଶୁ ସୁରକ୍ଷା ବିଭାଗ ର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର, ପୋଶୋନ ସଂଯୋଜକ ସଂଜୀବ ମିଶ୍ର ଉପସ୍ଥିତ ଥିବାବେଳେ ବିଭିନ୍ନ ଅନୁଷ୍ଠାନ ତଥା ଉତ୍କଳ ବାଳାଶ୍ରମ, ସୋନପୁର କସ୍ତୁରିବା ଗାନ୍ଧୀ ଆବାସିକ ବିଦ୍ୟାଳୟର କର୍ମକର୍ତା, ସାହାରା ଟ୍ରଷ୍ଟ, ବିଦ୍ୟାଳୟ ର କର୍ମକର୍ତା, ସରକାରୀ ଏ ଏନ ଏମ ର କର୍ମକର୍ତା, ଜିଲ୍ଲା ସ୍ୱାସ୍ଥ୍ୟ ସମିତି ର କର୍ମକର୍ତା, ସମଗ୍ର ଶିକ୍ଷା ଅଭିଯାନର କର୍ମକର୍ତା, ରେୟାର କର୍ମକର୍ତା ଓ ଏଇ ସି ଡି ଏସ ର ଅଙ୍ଗନ ୱାର୍ଡି କର୍ମୀ ଓକିଶୋରୀ ବାଳିକା ଯୋଗ ଦେଇଥିବା ବେଳେ ଏହି କାର୍ଯ୍ୟ କ୍ରମରେ ବିଭିନ୍ନ ଅନୁଷ୍ଠାନ ର ୨୬୫ ଜଣ ଛାତ୍ରୀ ଯୋଗଦାନ କରିଥିଲେ l

କାର୍ଯ୍ୟକ୍ରମ ଶେଷରେ ସୋନପୁର ଜିଲ୍ଲା ବାଲ୍ୟ ବିଭାହ ସଂଯଜକ ଅକ୍ଷୟ କୁମାର ସିଂ ଧନ୍ୟବାଦ ଅର୍ପଣ କରିଥିଲେ l ରୁଦ୍ର ପ୍ରସନ୍ନ ମିଶ୍ର, ଥବିର କାଲସେ, ପ୍ରଶାନ୍ତ ମହାକୁଡ଼, ସ୍ୱାଗତ ରାଜ ମିଶ୍ର, ସରିତା ସୁନା ଓ ଅନିଲ ମହଲା ଏହି କାର୍ଯ୍ୟକର୍ମକୁ ସହଯୋଗ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...