32.9 C
Balāngīr
Friday, April 25, 2025

ଜାତୀୟ ବାଳିକା ଦିବସ ଉପଲକ୍ଷେ ପ୍ରତିଯୋଗିତା

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୪/୧) : ଆଜି ଜାତୀୟ ବାଳିକା ଦିବସ ନିନନ୍ତେ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।

ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ରେ ବ୍ଲକ ସ୍ତରୀୟ ପ୍ରତିଯୋଗିତା ରେ କାଶୀନଗର ବ୍ଲକ ର ସୀତାପୁର, ଛଡାଙ୍ଗିପୁର, କାଶୀନଗର ସହର ର ବିଭିନ୍ନ ସ୍କୁଲ ର ବାଳିକା ମାନେ ଯଥା ଚିତ୍ରାଙ୍କନ, ବାତ୍କୃତା, ଓ ପ୍ରବନ୍ଧ ପ୍ରତିଯୋଗିତା ରେ ଭାଗ ନେଇଛନ୍ତି । ପ୍ରାୟ ୩୦ ରୁ ଉର୍ଦ୍ଧ ବାଳକ ବାଳିକା ଏହି ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଛନ୍ତି । ଏ ବି ଇ ଓ ନର୍ମଦା ଦାସ ଙ୍କୁ ନେତୃତ୍ୱ ରେ ସି ଆର ସି ସି ମଧୁ କୁମାର, ବାସୁଦେବ, ଲୋକନାଥ, ଶିକ୍ଷକ ଜଗଦୀଶ ପାତ୍ର ଅଂଶ ଗ୍ରହଣ କରି ବିଭିନ୍ନ ପ୍ରତିଯୋଗିତା କରାଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...