32.9 C
Balāngīr
Saturday, April 26, 2025

ଜାତୀୟ ରାଜପଥ ଉପରୁ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୨୭/୦୨) : ବାଲେଶ୍ୱର ଜିଲ୍ଲା ୧୬ନଂ ଏନ୍‌ଏଚ୍‌ ଇନ୍ଦିରା ଛକ ନିକଟ ରାସ୍ତାରୁ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତ ଦେହ ଉଦ୍ଧାର ହୋଇଛି ।

ଜାତୀୟ ରାଜପଥ ଉପରୁ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତ ଦେହ ଉଦ୍ଧାର । ସ୍ଥାନୀୟ ଲୋକେ ମୃତ ଦେଖି ବସ୍ତା ଥାନାକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଁଚି ମୃତ ଦେହକୁ ଜବତ କରିଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନ ଥିବାବେଳେ ତାଙ୍କ ପକେଟରୁ ଏକ ମୋବାଇଲ୍ ଫୋନ୍ ଏବଂ ବ୍ୟାଙ୍କର ଡିପୋଜିଟ୍ ରସିଦ ଜବତ ହୋଇଛି । ବ୍ୟକ୍ତିଙ୍କୁ କେହି ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ତେବେ ଏହା ଏକ ହତ୍ୟା ନା ଦୁର୍ଘଟଣା ସେ ନେଇ କିଛି ସ୍ପଷ୍ଟ ହୋଇ ନ ଥିବାବେଳେ ଶବ ବ୍ୟବଚ୍ଛେଦ ଏବଂ ତଦନ୍ତ ପରେ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...