32.9 C
Balāngīr
Saturday, April 26, 2025

ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ; “ଗ୍ରାମବାସୀଙ୍କ ସହିତ ଆଲୋଚନା”

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୪/୧୨) : ରାୟଗଡା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ମୁନିଗୁଡା ବ୍ଲକ ଅନ୍ତର୍ଗତ ଆଦର୍ଶ ଗ୍ରାମ ଶକଟାକୁ ପରିଦର୍ଶନ କରିଥିଲେ ।WhatsApp Image 2024 12 24 at 22.38.17 1 ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ; "ଗ୍ରାମବାସୀଙ୍କ ସହିତ ଆଲୋଚନା"

ଏହି ପରିଦର୍ଶନ ବେଳେ ଗ୍ରାମ ବିଦ୍ୟାଳୟ, ଅଙ୍ଗନବାଡି କେନ୍ଦ୍ର, ଛତୁଆ କେନ୍ଦ୍ର ଓ ପରିମଳ ବ୍ୟବସ୍ଥାକୁ ଅନୁଧ୍ୟାନ କରିବା ସହିତ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ । ଗ୍ରlମବାସୀଙ୍କ ବିଭିନ୍ନ ସମସ୍ୟା ବିଷୟରେ ପଚାରି ବୁଝିଥିଲେଏହି ଗ୍ରାମକୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଗତ ତା ୧୫/୧୨/୨୪ରିଖରେ ଦିନ ଭଗବାନ ବିର୍ଷା ମୁଣ୍ଡl ଜୟନ୍ତୀ ଅବସରରେ ଘୋଷଣା କରିଥିଲେ । ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ ଖେମୁଣ୍ଡୁ, ବିଡ଼ିଓ ମୁନିଗୁଡା, ତହସିଲଦାର ମୁନିଗୁଡା, ସରପଞ୍ଚ ଓ ସମ୍ପାଦକ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ ।WhatsApp Image 2024 12 24 at 22.38.17 ଜିଲ୍ଲାପାଳଙ୍କ ଶକଟା ଗ୍ରାମ ପରିଦର୍ଶନ; "ଗ୍ରାମବାସୀଙ୍କ ସହିତ ଆଲୋଚନା"

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...