32.9 C
Balāngīr
Wednesday, April 23, 2025

ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ୨୦୨୫ ସମ୍ମିଳନୀ ଅନୁଷ୍ଠିତ

Must read

ରାୟଗଡା, (ଆ.ପ୍ର. : (୨୪/୦୩) : ରାୟଗଡ଼ା ଜିଲ୍ଲାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ଵ ଜଳ ଦିବସ ଗତ ତା ୨୨/୦୩/୨୦୨୫ ରିଖରେ ପାଳନ କରାଯାଇଅଛି ।

ଏହି ସମାରୋହରେ ମୁଖ୍ୟ ଅତିଥଭାବେ ଅତିରିକ୍ତ ଜିଲ୍ଲାପାଳ, ରାୟଗଡ଼ା, ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାଏକ, ଅଧିକ୍ଷଣ ଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ ବିଭାଜନ, ରାୟଗଡ଼ା ଶ୍ରୀ ଦୁସି ସୁଧାକର କୁମାର, ନିର୍ବାହୀ ଯନ୍ତ୍ରୀ, ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ସଫେଇ ବ୍ୟବସ୍ଥା, ଶ୍ରୀ ଗୋପାଳ ଚନ୍ଦ୍ର ନାୟକ, ନିର୍ବାହୀ ଯନ୍ତ୍ରୀ, ବିଦ୍ୟୁତ୍, ଶ୍ରୀ ସୁଶାନ୍ତ କୁମାର ସାହୁ, ପର୍ଯ୍ୟଟନ ଅଧିକାରୀ, ରାୟଗଡ଼ା, ଶ୍ରୀ ନାରାୟଣ ମିଶ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ, ରାୟଗଡ଼ା, ଶ୍ରୀ କୁଲଦୀପ କୁମାର, କାର୍ଯ୍ୟନିର୍ବାହୀ ଅଧିକାରୀ, ଗୁଡ଼ାରୀ, ଶ୍ରୀ ପ୍ରସନ୍ନ କୁମାର ପାଢ଼ୀ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼ା, ଶ୍ରୀ ଚନ୍ଦ୍ରକାନ୍ତ ମାଝୀ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଗୁଣୁପୁର, ଶ୍ରୀ ଅଜୟ କୁମାର, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ରାୟଗଡ଼ା, ଶ୍ରୀଯୁକ୍ତ ବିଷ୍ଣୁପ୍ରସାଦ କର, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡ଼ା, ଶ୍ରୀ ବିଜୟ କୁମାର ନାଏକ ଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଏବଂ ପାଣି ପଞ୍ଚାୟତର କାର୍ଯ୍ୟକର୍ତ୍ତା ମାନଙ୍କ ସହ ସାମ୍ବାଦିକ ବନ୍ଧୁମାନେ ଯୋଗ ଦେଇଥିଲେ ।

ବିଶ୍ଵ ଜଳ ଦିବସରେ କେମିତି ଜଳକୁ ବିଭିନ୍ନ ଉପାୟରେ ସଂରକ୍ଷଣ କରି ସେହି ଜଳର ସୁପରିଚାଳନା ଓ ସୁବିନିଯୋଗ କରିପାରିବା ତତ୍ ସହିତ ବ୍ୟବହାର ହେଉଥିବା ଜଳକୁ କିପରିଭାବେ ପୁନଃ ବ୍ୟବହାର ଯୋଗ୍ୟ କରିବା ଏବଂ ଜଳର ଅପଚୟର ପରିଣାମ ବିଷୟରେ ଉପସ୍ଥିତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ସେମାନଙ୍କ ଅଭିଭାଷଣ ରଖିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...