32.9 C
Balāngīr
Thursday, June 12, 2025

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡ ଦ୍ୱାରା ସାଇବର ଆଇନ୍‍ ସମ୍ଭଧିତ ଆଇନ ସଚେତନତା ଶିବିର

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡ,(୨୩/୦୯) : ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡ ଦ୍ୱାରା ତା. ୨୩.୦୯.୨୦୨୧ ରିଖ ଗୁରୁବାର ଦିନ ଅନଲାଇନ ମାଧ୍ୟମରେ ସାଇବର ଆଇନ୍‍ ସମ୍ଭନ୍ଧିତ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍‍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ଦିଗ୍‍ଦର୍ଶନ୍‍ରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମ କୁ ପ୍ରାଧିକରଣର ସଂପାଦକ ଶ୍ରୀ ମନୋରଞ୍ଜନ ମିଶ୍ର ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଆଡ୍‍ ହକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍‍ (ଫ ।ଷ୍ଟ ଟ୍ରାକ୍‍) ଶ୍ରୀ ଗଣେଶ୍ୱର ପତି, ପରିବାର ଅଦାଲତର ବିଚାରପତି ଶ୍ରୀ ଆଶିସ୍‍ କୁମାର ତ୍ରିପାଠୀ, ମୁଖ୍ୟ ବିଚାର ବିଭାଗୀୟ ପଦାଧିକାରୀ ଶ୍ରୀ ମନୋରଞ୍ଜନ ଦାସ, ରେଜିଷ୍ଟ୍ରାର ଶ୍ରୀମତି ପ୍ରତିମା ପାତ୍ର, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମତୀ ଶତରୂପା ଶତପଥି, ମହିଳା କୋର୍ଟ ବିଚାରପତି ସୋନାଲ ଶର୍ମା, ଅନୁବିଭାଗୀୟ ଦଠାଧିକାରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଦାସ, ପ୍ରଥମ ଶ୍ରେଣୀ ବିଚାରପତି ଶ୍ରୀ ଗୁରୁଚରଣ ଜେନାମଣି, ଡି.ଏସ୍‍.ପି ଶ୍ରୀ ସୁରେନ୍ଦ୍ର ନାଥ ମୁର୍ମୁ, ସାଇବର ଏକ୍ସପର୍ଟ ଶ୍ରୀ କିରଣ ପାତ୍ର, ବିଭିନ୍ନ ପୋଲିସ ଅଧିକାରୀ, ପେନାଲ ଲୟର, ପାରା ଲିଗାଲ ଭଲ୍ୟୁଣ୍ଟର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ, ସଂପ୍ରତି ସମାଜରେ ସାଇବର ସମ୍ୱଂଧିତ ଅପରାଧ ବଢିବାରେ ଲାଗିଛି ।

ସଚେତନତା ମାଧ୍ୟମରେ ଏହି ଅପରାଧକୁ ନିୟନ୍ତ୍ରଣ କରାଯାଇପାରିବ ଏବଂ ସାଇବର ଅପରାଧ ପାଇଁ ଆବଶ୍ୟକ ସତର୍କତା ଏବଂ ଆଇନରେ ଉଲେଖିତ ଧାରା ଓ ନିୟମ ଇତ୍ୟାଦି ସଂପର୍କରେ ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...