32.9 C
Balāngīr
Saturday, April 26, 2025

ଜିଲ୍ଲା ପରିଷଦ ମିଟିଂ କୁ ବର୍ଜନ କଲେ ସମସ୍ତ ସଦସ୍ୟ/ସଦସ୍ୟା

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୨୮/୦୨) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ସ୍ଵତନ୍ତ୍ର ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା ।WhatsApp Image 2025 03 01 at 10.50.00 ଜିଲ୍ଲା ପରିଷଦ ମିଟିଂ କୁ ବର୍ଜନ କଲେ ସମସ୍ତ ସଦସ୍ୟ/ସଦସ୍ୟା

ହେଲେ ବୈଠକ ଆରମ୍ଭ ରୁ ହିଁ ଜିଲ୍ଲାପାଳଙ୍କ ଅନୁପସ୍ଥିତି ଯୋଗୁଁ ଏହି ବୈଠକ ରେ ଥିବା ସମସ୍ତ ଜିଲ୍ଲାପରିଷଦ ସଦସ୍ୟ, ସଦସ୍ୟା ଓ ବ୍ଲକ ଚେୟାରମେନ୍ ମାନେ ବର୍ଜନ କରିଥିଲେ । ବିଗତ ଜିଲ୍ଲାପରିଷଦ ବୈଠକରେ ମଧ୍ୟ ଜିଲ୍ଲାପାଳ ଅନ୍ୟା ଦାସ ଅନୁପସ୍ଥିତ ରହିଥିବାରୁ ସଦସ୍ୟ ମାନେ ଅସନ୍ତୋଷ ପ୍ରକାଶ କରିଥିଲେ । ଫଳରେ ବୈଠକ ର ମଧ୍ୟଭାଗ ରେ ଜିଲ୍ଲାପାଳ ଉପସ୍ଥିତ ରହି ବୈଠକ ଚାଲିଥିଲା । ହେଲେ ଆଜିର ଏହି ସ୍ଵତନ୍ତ୍ର ଜିଲ୍ଲାପରିଷଦ ବୈଠକ ରେ ପୁଣି ଜିଲ୍ଲାପାଳ ଯୋଗ ନଦେବାରୁ ବାଧ୍ୟ ହୋଇ ବର୍ଜନ କରିଛନ୍ତି ସମସ୍ତ ସଦସ୍ୟ ସଦସ୍ୟା। ଖୁବ ଶୀଘ୍ର ଜିଲ୍ଲାପାଳ ଅନ୍ୟା ଦାସ ଙ୍କୁ ଏହି ଜିଲ୍ଲାରୁ ବଦଳି କରିବାକୁ ଦାବି କରିଛନ୍ତି ଜିଲ୍ଲାପରିଷଦ ସଦସ୍ୟ ମାନେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...