32.9 C
Balāngīr
Tuesday, May 13, 2025

ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଦୁଇ ଦିନିଆ ତାଲିମ କର୍ମଶାଳା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସୁବର୍ଣ୍ଣପୁର, (୨୨/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ର ସମସ୍ତ ବ୍ଳକ୍ ର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ପ୍ରକଳ୍ପ ପରିଦର୍ଶକ ମାନଙ୍କୁ ନେଇ ଅଦ୍ଵିକା ଯୋଜନା ସମ୍ବନ୍ଧ ରେ ଦୁଇ ଦିନିଆ ତାଲିମ କର୍ମଶାଳା ଉଦଘାଟନ ହୋଇଯାଇଛି lWhatsApp Image 2025 04 22 at 20.46.28 ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଦୁଇ ଦିନିଆ ତାଲିମ କର୍ମଶାଳା

ସୋନପୁର ବ୍ଲକ ମିଶନ ଶକ୍ତି ଭବନ ଠାରେ ଅନୁଷ୍ଠିତ ଏହି ତାଲିମ କର୍ମଶାଳା କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ ଶୁଭ ଉଦ୍ଘାଟନ କରିଥିଲେ ଓ କିଶୋରୀ ମାନଙ୍କ ସଶକ୍ତି କରଣ ଓ ସାମଗ୍ରିକ ବିକାଶ ଏହି ଯୋଜନା ର ମୂଳ ଲକ୍ଷ୍ୟ ବୋଲି ମତ ରଖିଥିଲେ l ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା ରକ୍ତ ହୀନତା, ବାଲ୍ୟ ବିବାହ କୁ ଦୂର କରିବା ଓ ଆର୍ଥିକ ସାକ୍ଷରତା ଦିଗରେ କିଶୋରୀ ଙ୍କୁ ସଚେତନ କରିବା ସହିତ ଏହି ଯୋଜନା ଓ କର୍ମଶାଳା କୁ ସଫଳ କରିବାକୁ ସମସ୍ତ ପ୍ରଶିକ୍ଷକ, ସି ଡି ପି ଓ ଏବଂ ସୂପଭାଇଜର ମାନଙ୍କ ଗୁରୁ ଦାୟିତ୍ବ ରହିଛି ବୋଲି ପରାମର୍ଶ କରିଥିଲେ l ଏହି ତାଲିମ ଶିବିର ସଭା କାର୍ଯ୍ଯ କ୍ରମ କୁ ଜିଲ୍ଲା ସୁରକ୍ଷା ଅଧିକାରୀ ବାସନ୍ତୀ ଭୋଇ ସଂଯୋଜନା କରି ଧନ୍ୟବାଦ୍ ଅର୍ପଣ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଲକ ର ସି ଡି ପି ଓ ଏବଂ ସୁପର ଭାଇଜର ମାନେ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...