32.9 C
Balāngīr
Saturday, July 12, 2025

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ସୁଶାନ୍ତ ବେହେରା //
ବୌଦ୍ଧ,ତା.(୨୯/୧୦) : ଆଜି ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ୨୦୨୧ ପାଳନ କରାଯାଇଥିଲା la4fe3580 f8ba 4202 af05 216140491d3d ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ

ମୁଖ୍ୟତଃ ୧୯୯୯ ମସିହା ଅକ୍ଟୋବର ମାସ ୨୯ ତାରିଖରେ ଘଟିଯାଇଥିବା ପ୍ରଳୟଙ୍କାରୀ ମହାବାତ୍ୟା କୁ ମନେ ପକାଇ ସେଥିପାଇଁ ଆମେ ମାନେ ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ପଞ୍ଚାୟତରାଜ ପ୍ରତିନିଧି ଓ ମହିଳା ସ୍ଵୟଂ ସହାୟକ ଦଳ ମାନେ କିପରି ନିଜକୁ ପ୍ରସ୍ତୁତ କରି ରଖିପାରିବେ ତାହା ଉପରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଥିଲା l

ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଙ୍କ ରେ ଅନୁଷ୍ଠିତ ଅଧ୍ୟକ୍ଷତା ଏହି ପ୍ରସ୍ତୁତି ଦିବସ ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ତଥା ଦୁର୍ଗପତି ପଞ୍ଚମ ବାଟାଲିୟନ ବୌଦ୍ଧ, ଅତିରିକ୍ତ ଜିଲ୍ଲାପାଳ ବୌଦ୍ଧ, ପ୍ରକଳ୍ପ ନିର୍ଦ୍ଦେଶକ ବୌଦ୍ଧ ଓ ଅନ୍ୟାନ୍ୟ ସମସ୍ତ ଅଧିକାରୀ ମାନେ ଯୋଗ ଦେଇ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କାର୍ଯ୍ୟରତ କର୍ମଚାରୀ, ବ୍ୟକ୍ତି ବିଶେଷ, ଅନୁଷ୍ଠାନ ସମସ୍ତଙ୍କର ସହଯୋଗୀତାରେ ପ୍ରାକୃତିକ ବିପର୍ଯ୍ୟୟ ର ଦୃଢ ମୁକାବିଲା କରିପାରିବା ବୋଲି ମତବ୍ୟକ୍ତ କରିଥିଲେ l7177a3eb 2ab3 4e97 809f 913597f0e6ba ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ

ତତ ସହିତ ପରିବେଶ ର ସୁରକ୍ଷା ଓ ବିପର୍ଯ୍ୟୟ ପ୍ରସ୍ତୁତି ନିମନ୍ତେ ସଚେତନତା ସୃଷ୍ଟି କରିବାରଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ l ମହିଳା ସ୍ୱଂୟଂ ସହାୟକ ଗୋଷ୍ଟୀ ଓ ପଞ୍ଚାୟତରାଜ ଅନୁଷ୍ଠାନ ବା ପ୍ରତିନିଧି ସଫଳ ବିପର୍ଯ୍ୟୟ ପରିଚାଳନାର ମେରୁଦଣ୍ଡ ଏହି ବର୍ଷର ଆଲୋଚନାର ବିଷୟ ବସ୍ତୁ ଥିଲା l ଧନ,ଜୀବନ କ୍ଷୟକ୍ଷତି କୁ ହ୍ରାସ କରିବା ପାଇଁ ସମସ୍ତେ ନିଜ ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରିବା ପାଇଁ ଶପଥ ପାଠ କରିଥିଲେ l

ସର୍ବଶେଷରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଶପଥ ପାଠ କରାଯାଇଥିଲା l ଏହି ସମସ୍ତ କାର୍ଯ୍ୟକ୍ରମକୁ ବୌଦ୍ଧ ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ସଂଯୋଜନା କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...