32.9 C
Balāngīr
Sunday, April 20, 2025

ଜିଲ୍ଲା ସ୍ତରୀୟ ସାର୍ବଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର //
ସୁବର୍ଣ୍ଣପୁର, (୧୨/୧୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ଏ ନ ଏମ ତାଲିମ ସଭା ଗୃହ ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସାର୍ବଜନୀନ ସ୍ଵାସ୍ଥ୍ୟ ସେବା ଦିବସ -୨୦୨୪ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l0993cb56 e413 40ea 994e 1c0c9c64d5c8 ଜିଲ୍ଲା ସ୍ତରୀୟ ସାର୍ବଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ

ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ଟି ବି ) ଡ଼ା ପଦ୍ମହଂସ୍ ଦୋରା, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ)ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଆସିଷ୍ଟାଣ୍ଟ ପ୍ରଫେସର ସଞ୍ଜୟ କୁମାର ପ୍ରଧାନ, ସ୍ମିତାସ୍ରୀ ନାୟକ ଟୁଇଟର,ସାହେଲି ହଲ୍ଦାର ଟୁଇଟର ଓ ଜିଲ୍ଲା କାର୍ଯ୍ୟ ସଂଯୋଜକ ବିଶ୍ବମ୍ବର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସମସ୍ତେ ସାର୍ବଜନୀନ ପ୍ରାଥମିକ ସ୍ଵାସ୍ଥ୍ୟ ସେବା ସହଜ ରେ , ସୁବିଧାରେ , ସବୁଠାରେ ଓ ବିନା ଖର୍ଚ୍ଚ ରେ ଉପଲବ୍ଧ କରିବା ପାଇଁ ଜନ ସଚେତନତା ସୃଷ୍ଟି କରି ସୁସ୍ଥ ସୁନ୍ଦର ସମାଜ ଗଠନ ଦିଗରେ ସହାୟକ ହୋଇ ପାରିବ। ଉପରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ l

ଉକ୍ତ ସଭାରେ ଆଶା,ଏ ଏନ ଏମ ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ସମସ୍ତ କଂସଲ୍ଟାଣ୍ଟ,,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ ଉପସ୍ଥିତ ଥିଲେ ।ଏକ ଡ୍ରଇଂ ଓ କୁଇଜ୍ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ୨୦ ଜଣ କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ବୃନ୍ଦ ସାର୍ଟିଫିକେଟ ସହିତ ଟ୍ରଫି ପୁରସ୍କୃତ କରିଥିଲେ। ଉକ୍ତ କାର୍ଯକ୍ରମ କୁ ଏ ଏମ ସିପି ତରଣୀ ସେନ ପ୍ରଧାନ ଓ ଏଏମ ଏନସିଡ଼ି ଗୀତାଞ୍ଜଳି ମେହେର ସହଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ସ୍ଵାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...