32.9 C
Balāngīr
Tuesday, May 13, 2025

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅଧ୍ୟାପକ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଗୁଣୁପୁର, (୧୦/୦୫) : ଆପ୍ର. : ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟର ଇଲେକ୍ଟ୍ରୋନିକ ଆଣ୍ଡ କମ୍ୟୁନିକେସନ ଇଞ୍ଜିନୟରିଙ୍ଗ୍ ବିଭାଗ ପକ୍ଷରୁ ‌ଗତ ପାଞ୍ଚଦିନ ଧରି ଚାଲିଥିବା ଅଧ୍ୟାପକ ବିକାଶ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।WhatsApp Image 2025 05 10 at 16.55.36 1 ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଅଧ୍ୟାପକ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

ଏହି କର୍ମଶାଳାରେ ବାଙ୍ଗାଲୋର ସ୍ଥିତ ଇଣ୍ଟୁପଲ୍ ଟେକ୍ନୋଲୋଜିର ଆପ୍ଲିକେସନ ଇଞ୍ଜିିନିୟର ପି ରାଜେନ୍ଦ୍ର କୁମାର ଏବଂ ସଞ୍ଜୟ କୁମାର ପ୍ରମୁଖ ଯୋଗଦେଇ କେଡେନ୍ସ ସଫ୍ଟୱେର ର ବ୍ୟବହାର, ଡିଜାଇନ୍ ଫ୍ଲୋ ଓ ତାହାର ଅନୁପ୍ରୟୋଗ ବିଷୟରେ ତାଲିମ ପ୍ରଦାନ କରିଥିଲେ । ଏହି ଅଧ୍ୟାପକ ବିକାଶ କାର୍ଯ୍ୟକ୍ରମରେ ସ୍କୁଲ ଅଫ ଇଞ୍ଜନିୟରିଂ ଆଣ୍ଡ ଟେକ୍ନୋଲୋଜି ଡିନ ଡ଼ଃ. ଡୁଲୁ ପଟ୍ଟନାୟକ ଯୋଗଦେଇ କର୍ମଶାଳାର ଉପଯୋଗିତା ବିଷୟରେ କହିଥିଲେ ।

ବିଶ୍ଵବିଦ୍ୟାଳୟର ରେଜିଷ୍ଟ୍ରାର ଡ଼ଃ ଏନ ଭି ଜେ ରାଓ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କର୍ମଶାଳାରେ ଅନୁଷ୍ଠାନର ଅଧ୍ୟାପକ,ଅଧ୍ୟାପିକା, ଯୋଗ ଦେଇଥିଲେ । ବିଭାଗୀୟ ମୁଖ୍ୟ ଡ଼ଃ ବିଭୁ ପ୍ରସାଦ ସ୍ବାଗତ ଭାଷଣ ଦେଇ ଥିବା ବେଳେ ଆବାହକ ଜିତେନ୍ଦ୍ର କୁମାର ସ୍ବାଇଁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଅଧ୍ୟାପକ ଡ଼ଃ ତୁଷାର କାନ୍ତ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...