32.9 C
Balāngīr
Sunday, July 13, 2025

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନାର ଗ୍ରୀଷ୍ମ ସ୍ୱତନ୍ତ୍ର ସେବା ଶିବିର

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ଗୁଣୁପୁର, (୨୫/୦୩) : ଆ.ପ୍ର. : ଗତ ସାତ ଦିନ ଧରି ଚାଲିଥିବା ଜାତୀୟ ସେବା ଯୋଜନାର ଗ୍ରୀଷ୍ମ ସ୍ଵତନ୍ତ୍ର ଶିବିର ଆଜି ଉଦଯାପିତ ହୋଇଯାଇଛି ।WhatsApp Image 2025 03 25 at 18.25.35 ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନାର ଗ୍ରୀଷ୍ମ ସ୍ୱତନ୍ତ୍ର ସେବା ଶିବିର

ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନାର ପୃଥକ ଭାବେ ଆୟୋଜିତ ହୋଇଥିବା ଦୁଇଟି ଯଥା ୟୁନିଟ୍ ୧ (ପୁରୁଷ) ପୋଷ୍ୟ ଗ୍ରାମ ରେଗଡ଼ା ପଞ୍ଚାୟତ ରେଗଡ଼ା ଗ୍ରାମ ଏବଂ ୟୁନିଟ୍ ୨ (ମହିଳା) ପୋଷ୍ୟ ଗ୍ରାମ ନରସିଂହମୁଣ୍ଡା ଗ୍ରାମରେ ଗ୍ରୀଷ୍ମ ସ୍ୱତନ୍ତ୍ର ସେବା ଶିବିର ଉଦଯାପନୀ ଉତ୍ସଵରେ ମୁଖ୍ୟ ଅତିଥି ଭାବେ ବିଶ୍ଵ ବିଦ୍ୟାଳୟର ମହାନିର୍ଦ୍ଦେଶକ ଡ଼ଃ ଜଗଦୀଶ ପଣ୍ଡା ଯୋଗ ଦେଇ ସ୍ବେଚ୍ଛାସେବୀ ମାନଙ୍କ ଏହିଭଳି ମହତ ଉଦ୍ଦେଶ୍ୟ କାଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ । ଗତ ସାତ ଦିନ ଧରି ଚାଲିଥିବା ଏହି ଶିବିରର ଅନୁଭୁତି ନିଜ ଭବିଷ୍ୟତ କାର୍ଯ୍ୟପନ୍ଥାକୁ ଆଗେଇ ନେବ ବୋଲି ମତ ବ୍ୟକ୍ତ କରିଥଲେ ।

ସମ୍ମାନୀୟ ଅତିଥି ଭାବେ କୃଷି ମହାବିଦ୍ୟାଳୟର ଡିନ ଭି ଏସ୍ ଦେବଦାସ ଏବଂ ସହକାରୀ ଡିନ ଅଶୋକ କୁମାର ମିଶ୍ର ଯୋଗ ଦେଇ ସେବା ଯୋଜନାର ମୁଖ୍ୟ ଲକ୍ଷ୍ୟ ଓ ଛାତ୍ରଛାତ୍ରୀ ମାନଙ୍କ ଭୂମିକା ବିଷୟରେ କହିଥିଲେ । ୟୁନିଟ ୧ର କାର୍ଯ୍ୟକ୍ରମ ଅଧିକାରୀ ପ୍ରଫେସର ବାଣୀ ପ୍ରସାଦ ନାୟକ ସ୍ଵାଗତ ଭାଷଣ ଦେବା ସହ ସାତ ଦିନରେ ହୋଇଥିବା କାର୍ଯକ୍ରମ ବିଷୟରେ ସୂଚନା ପ୍ରଦାନ କରିଥିଲେ । ପରିଶେଷରେ ୟୁନିଟ୍ ୨(ମହିଳା) ବିଭାଗର କାର୍ଯ୍ୟକ୍ରମ ଅଧିକାରୀ ଘନିଷ୍ଟା ପୃଷ୍ଟି ଧନ୍ୟବାଦ୍ ଅର୍ପଣ କରିଥିଲେ ।

ଏଥିରେ ଅଧ୍ୟାପକ ଡ଼ଃ ପ୍ରେମାନସୁ ଶେଖର ରଥ, ପ୍ରମୋଦ ରଞ୍ଜନ ପଣ୍ଡା, ଗୋପାଳ କୃଷ୍ଣ ମହନ୍ତ, ନିତିଶ କୁମାର, ଧୂମେଶ ମେହେର, କ୍ରୀଡା ଅଧିକାରୀ ରବୀନ୍ଦ୍ର କୁମାର୍ ପଣ୍ଡା, ଅଧ୍ୟାପିକା ପ୍ରିୟଙ୍କା ପାତ୍ର, ସୁଚରିତା କୃପାଳିନି, ନିର୍ମଳା ପଟେଲ, ଜୟନ୍ତୀ ଡାଙ୍ଗ , ନିହାରକା ପଟେଲ, ସିପ୍ରା ମଣ୍ଡଳ, ରେଣୁକା ଶବର ପ୍ରମୁଖ ଉପସ୍ଥିତ ଥିଲେ । ପ୍ରତ୍ୟେକ ଶିବିରରେ ୫୦ ଜଣ ସ୍ବେଚ୍ଛାସେବୀ ଭାଗ ନେଉଥିବା ବେଳେ ସମସ୍ତ ସ୍ବେଚ୍ଛାସେବୀ ମାନଙ୍କୁ ମାନପତ୍ର ଅତିଥିଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...