32.9 C
Balāngīr
Sunday, April 20, 2025

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ରାଲି

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣୁପୁର, (୧୬/୧) : ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ଓ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 01 16 at 14.33.08 ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ରାଲି

ଏହି ଅବସରରେ ବିଶ୍ଵବିଦ୍ୟାଳୟର କୁଳପତି ଡଃ ଏ ଭି ଏନ ଏଲ ଶର୍ମା ଯୋଗ ଦେଇ ସଡକ ସୁରକ୍ଷା ବିଷୟରେ କହିବା ସହ ସମସ୍ତେ ଏ ଦିଗରେ ଯତ୍ନବାନ ହେବା ପାଇଁ ଆହ୍ବାନ ଦେଇଥିଲେ । ଏହି ରାଲି ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ଠାରୁ ବାହାରି ଗୁଣୁପୁର ମହାବିଦ୍ୟାଳୟ ଠାରେ ସମାପନ ହୋଇଥିଲା । ବିଶ୍ବବିଦ୍ୟାଳୟର ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ପ୍ରଫେସର ବାଣୀ ପ୍ରସାଦ ନାୟକ, ଘନିଷ୍ଟା ପୃଷ୍ଟି ,ସଦସ୍ୟ ପ୍ରମୋଦ ରଞ୍ଜନ ପଣ୍ଡା, ବି. ପ୍ରିୟଙ୍କା, ଡ.ନିର୍ମଳା ପଟେଲ, ନିହାରିକା ପଟେଲ , ଧୂମେଶ ମେହେର ସେହିପରି ସମର ଶିକ୍ଷାର୍ଥୀ ବାହିନୀର ଅଧିକାରୀ ଚିନ୍ମୟ ରଞ୍ଜନ ସ୍ୱାଇଁ, ସିଭିଲ୍ ବିଭାଗ ର ମୁଖ୍ୟ ପ୍ରଫେସର ଆଶିଷ କୁମାର ସାମଲ, ସହକାରୀ ସୁରକ୍ଷା ଅଧିକାରୀ ପବିତ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସଧାରଣ ଜନତା, ବାଇକ ଆରୋହୀ, ଅଟୋ ଚାଳକଙ୍କୁ ସଡକ ସୁରକ୍ଷା ବିଷୟରେ ସଚେତନତା କରିଥିଲେ । ସେବା ଯୋଜନାର ସ୍ବେଚ୍ଛାସେବୀ ଓ ସମର ଶିକ୍ଷାର୍ଥୀ ବାହିନୀର କ୍ୟାଡର ମାନେ ଏହି ରାଲିରେ ଅଂଶ ଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...