32.9 C
Balāngīr
Wednesday, April 23, 2025

ଜି ଆଇ ଇ ଟି ବିଶ୍ଵ ବିଦ୍ୟାଳୟ ରେ ସୃଜନ ୩.o ପକ୍ଷରୁ ମାରାଥନ୍

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣୁପୁର, (୨୩/୧୨) : ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ରେ ଦୁଇ ଦିନ ଧରି ଚାଲୁ ରହିଛି ସୃଜନ ୩.o ବା ଟେକ୍ନୋ ସାଂସ୍କୃତିକ ଉତ୍ସବWhatsApp Image 2024 12 23 at 18.21.50 ଜି ଆଇ ଇ ଟି ବିଶ୍ଵ ବିଦ୍ୟାଳୟ ରେ ସୃଜନ ୩.o ପକ୍ଷରୁ ମାରାଥନ୍

ଉତ୍ସବ ର ପ୍ରଥମ ଦିବସରେ ହେବାକୁ ଥିବା ମାରାଥନ ଦୌଡ଼ ପ୍ରତିଯୋଗିତା ଲଘୁଚାପ ବର୍ଷା ଯୋଗୁଁ ସ୍ଥଗିତ ରଖାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଆଜି ସକାଳ ୭ ଘଟିକା ରେ ଅନୁଷ୍ଠିତ କରାଯାଇଥିଲା । ଭେଙ୍କେଟେଶ୍ଵର ମନ୍ଦିର ନିକଟରୁ ମାରାଥନ ଦୌଡ଼ ଆରମ୍ଭ ହୋଇ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟ ନିକଟରେ ସରିଥିଲା । ଏଥିରେ କଲେଜର ଵହୁ ଛାତ୍ର ଛାତ୍ରୀ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ । ଅନୁଷ୍ଠାନର ଉପସଭାପତି ଡଃ ଚନ୍ଦ୍ରଧ୍ଵଜ ପଣ୍ଡା ଆଜି ଶେଷ ଦିନରେ ସୁନାମଧନ୍ୟ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆଙ୍କ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଥିବାରୁ ବହୁ ମାତ୍ରାରେ ଜନସାଧାରଣ ଯୋଗଦାନ ଦେବାକୁ ଅନୁରୋଧ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...