32.9 C
Balāngīr
Saturday, April 26, 2025

ଜୀବନ ଜ୍ୟୋତି କଲେଜ୍ ରେ ଆତ୍ମସୁରକ୍ଷା ତାଲିମ୍ ଆଜି ଶେଷ

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୧୬/୦୧) : କନ୍ଧମାଳ ଜିଲ୍ଲା ରାଇକିଆ ଜୀବନ ଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ୦୬/୦୧/୨୦୨୫ ରେ +୨ ପ୍ରଥମ ବର୍ଷ କଳା/ ବିଜ୍ଞାନ ଛାତ୍ରୀ ମାନଙ୍କ ଆତ୍ମ ସୁରକ୍ଷା ତାଲିମ୍ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଶ୍ରୀ ପ୍ରଭାକର ରାଜୁ ଙ୍କ ଅଧ୍ୟକ୍ଷତାରେ ଉଦଘାଟନ ହୋଇଥିଲା ।WhatsApp Image 2025 01 15 at 18.01.19 ଜୀବନ ଜ୍ୟୋତି କଲେଜ୍ ରେ ଆତ୍ମସୁରକ୍ଷା ତାଲିମ୍ ଆଜି ଶେଷ

ଏହି କାର୍ଯ୍ୟ ଦୀର୍ଘ ଆଠ ଦିନ ଧରି ହୋଇ ଥିଲା । ଏହି ତାଲିମ୍ ଛାତ୍ରୀ ମାନଙ୍କୁ ଦୁଇ ଜଣ ଟ୍ରେନର ସୁନେଲି ପଲେଇ ଓ ଶ୍ରଦ୍ଧାଞ୍ଜଳି ପ୍ରଧାନ ଙ୍କ ଦ୍ୱାରା ଦିଆଯାଇଥିଲା । ଆତ୍ମ ସୁରକ୍ଷା ତାଲିମ୍ ଇନଚାର୍ଜ ଅଧ୍ୟାପିକା ଲିଜାଲିନ ଭୋଇ ଙ୍କ ତତ୍ୱାବଧାନରେ ଛାତ୍ରୀ ମାନଙ୍କୁ ତାଲିମ୍ ଦିଆଯାଉଥିଲା । ଆଜି ଏହି ତାଲିମ୍ ର ଶେଷ ଦିନ ହୋଇ ଥିଲା । ସବୁ ପିଲା ମାନେ ମଧ୍ୟ ବହୁ ସୁନ୍ଦର ଭାବେ ଉପ ସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...