32.9 C
Balāngīr
Thursday, July 10, 2025

ଜୁଲୁଣ୍ଡା ହାଇସ୍କୁଲ ରେ ସମ୍ବର୍ଦ୍ଧନା ସଭା

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୩/୦୧) : ମହାରାଷ୍ଟ୍ର ର ଶିବାଜି କମ୍ପ୍ଲେକ୍ସ ଜଳଗାଁଓ ଠାରେ ଜାତୀୟ ସ୍ତରରେ ୫-୧-୨୦୨୫ ରୁ ୯-୧-୨୦୨୫ ପର୍ଯ୍ୟନ୍ତ ଚାଳିଥିବା ୧୭ ବର୍ଷ ରୁ କମ ସଫ୍ଟବଲ ପ୍ରତିଯୋଗୀତାରେ ଓଡିଶା ତରଫରୁ ଅଂଶଗ୍ରହଣକରି ଚାମ୍ପିଅନ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଜୁଲୁଣ୍ଡା ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ଛାତ୍ର ବାଦଲ ତାଣ୍ଡି ଓ ଛାତ୍ରୀ ପ୍ରିତୀ ମହାକୁର ନିଜ ଗ୍ରାମ ରେ ପହଞ୍ଚିବା ପରେ ସ୍କୁଲରେ ତାଙ୍କୁ ସମ୍ବର୍ଧିତ କରାଯାଇଥିଲା ।WhatsApp Image 2025 01 14 at 07.23.54 1 ଜୁଲୁଣ୍ଡା ହାଇସ୍କୁଲ ରେ ସମ୍ବର୍ଦ୍ଧନା ସଭା

ସ୍କଲ ର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ କୁମାର ପଧାନ ଙ୍କ ଅଧ୍ୟକ୍ଷତାରେ ଓ ଖେଳ ଶିକ୍ଷକ ମନୋଜ ପାତ୍ରଙ୍କ ପରିଚାଳନାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ପରିଚାଳନା କମିଟି ର ସଭାପତି ଜୟନ୍ତ କୁମାର ବେହେରା ଯୋଗଦେଇ ବାଦଲ ତାଣ୍ଡି ଓ ପ୍ରିତୀ ମହାକୁର ଙ୍କୁ ଫୁଲତୋଡ଼ା ଓ ଉପଢ଼ୌକନ ଦେଇ ସମ୍ବର୍ଧିତ କରିଥିଲେ । ଏଥିରେ ସ୍କୁଲ ର ଶିକ୍ଷକ ଦୟାସାଗର ପାଣ୍ଡିଆ, ଲିଙ୍ଗରାଜ ପଧାନ, ସରୋଜ କୁମାର ଭୁକ୍ତା, ଗଙ୍ଗାଧର ସାହୁ, ବୃନ୍ଦାବନ ସେଠ , ଦୌଲତ ଷ।ଣ୍ଡ ,କର୍ମଚାରୀ କନ୍ଦର୍ପ ପଧାନ, ମୋହନ ସାହୁ, ଶିରିସ ପଧାନ ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...