32.9 C
Balāngīr
Thursday, June 12, 2025

ଜେଏସଏମ କମର୍ସ ଡିଗ୍ରୀ କଲେଜର ଛାତ୍ର ଅର୍ଚ୍ଚିସ୍ମାନ ମିଶ୍ର ବି.କମ୍ ୨୦୨୨-୨୫ ଶିକ୍ଷା ବର୍ଷରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରି ସୂର୍ଣ୍ଣ ପଦକ !

Must read

ବଲାଙ୍ଗୀର, (୬/୦୬) : ଆପ୍ର. : ଜେଏସଏମ କମର୍ସ ଡିଗ୍ରୀ କଲେଜ, ଯାହା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସଂଯୁକ୍ତ, ଛାତ୍ର ଅର୍ଚ୍ଚିସ୍ମାନ ମିଶ୍ର ବି.କମ୍ (୨୦୨୨–୨୦୨୫) ଶିକ୍ଷା ବର୍ଷରେ ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରି ସୂର୍ଣ୍ଣ ପଦକରେ ସମ୍ମାନିତ ହେଇଛନ୍ତି ।

ଏହି ଅଭୂତପୂର୍ବ ସଫଳତା ଉପରେ କଲେଜ ପରିବାର, ଅଭିଭାବକ ଓ ଶିକ୍ଷକମାନେ ଗଭ୍ରିତ ଓ ଆନନ୍ଦିତ। ଅର୍ଚ୍ଚିସ୍ମାନଙ୍କ ଦୃଢ଼ ପ୍ରତିବଦ୍ଧତା, କଠିନ ପରିଶ୍ରମ ଓ ଶିକ୍ଷା ପ୍ରତି ଆଦର ତାଙ୍କୁ ଏହି ମହତ୍ତ୍ୱପୂର୍ଣ୍ଣ ମାନ୍ୟତା ଦେଇଛି । ତାଙ୍କ ଅଭିଭାବକ ମାନେ ଏବଂ କଲେଜ ପକ୍ଷରୁ ଅଧକ୍ଷ୍ୟ ସିଏ ଶ୍ରୀକାନ୍ତ ଶର୍ମା ପୁଣି ପ୍ରଧାନ ଶିକୟିତ୍ରୀ ଡ଼ ମନସ୍ମିତା ମିଶ୍ର ତାଙ୍କୁ ଅନେକ ଶୁଭେଚ୍ଛା ଓ ଆଶୀର୍ବାଦ ଜଣାଯାଇଛି । ଏହି ସଫଳତା ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣା ହେବ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...