32.9 C
Balāngīr
Tuesday, May 20, 2025

ଟାଟା ମ୍ୟାଜିକ ଗାଡି ଧକ୍କାରେ ବାଇକ ଅରୋହି ଗୁରୁତର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ପାଟଣା, (୧୯/୦୪) : ଆପ୍ର. : ଟାଟା ମ୍ୟାଜିକ ଗାଡି ଧକ୍କାରେ ବାଇକ ଅରୋହି ଗୁରୁତର ।

କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କେନ୍ଦେଇପଶି ପାଟଣା ରାସ୍ତାର କେନ୍ଦୁଆପଡା କାନଝରି ପୋଲ ନିକଟରେ ଶୁକ୍ରବାର ଏକ ଟାଟା ମ୍ୟାଜିକ ବାଇକ ଅରୋହିଙ୍କୁ ଧକ୍କା ଦେବା ଫଳରେ ବାଇକ ଆରୋହି ଜଣଙ୍କ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି । ବାଇକ ଆରୋହିଙ୍କ ପରିଚୟ ମିଳି ନଥିବା ବେଳେ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରି ଘଟଣାର ତଦନ୍ତ କରୁଛି।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...