32.9 C
Balāngīr
Wednesday, April 30, 2025

ଟିଟିଲାଗଡରେ ୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ଜବତ

Must read

ଟିଟିଲାଗଡ, (୧୧/୦୪) : ଆପ୍ର. : ପୁଣି ଜବତ ହେଲା ନକଲି ନୋଟ। ଠାବ ହେଲା ନକଲି ନୋଟ୍‌ ରାକେଟ। ଟିଟିଲାଗଡରେ ୫୦ ହଜାର ଟଙ୍କାର ୫୦୦ ଟଙ୍କିଆ ଜାଲ୍‌ ନୋଟ୍‌ ଜବତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ ଟିମ୍‌

ତେବେ ଏହି ନକଲି ନୋଟ୍‌ ରାକେଟ ଚଳାଉଥିବା ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଏହାସହିତ ଏହି ନକଲି ନୋଟ କେଉଁ ସ୍ଥାନରେ ଛାପ ଯାଇଛି ସେ ନେଇ ମଧ୍ୟ କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ ଟିମ୍‌ ଅଭିଯୁକ୍ତମାନଙ୍କୁ ପଚରାଉଚରା କରୁଛି । ତେବେ ହାଇ କ୍ୱାଲିଟି ଜାଲ୍‌ ନୋଟ୍‌ ଛପା ଯାଉଥିବା ନେଇ ଏସଟିଏଫ ଟିମ୍‌ ପକ୍ଷରୁ ସୂଚନା ଜାରି କରାଯାଇଛି । ଏପିରିକି ଉକ୍ତ ଅଭିଯୁକ୍ତ ମାନଙ୍କର ଆନ୍ତଃରାଜ୍ୟ ଲିଙ୍କ୍‌ ଥାଇ ପାରେ ବୋଲି ଟିମ ଅଧିକ ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...