32.9 C
Balāngīr
Monday, April 28, 2025

ଟ୍ରକ୍-ଟ୍ୟାଙ୍କର ଧକ୍କା; ଡ୍ରାଇଭର ଗୁରୁତର

Must read

କଟକ, (୨୧/୦୩) : ଆ.ପ୍ର. : କଟକ-ପାରାଦ୍ୱୀପ ଜାତୀୟ ରାଜପଥ ନିକଟସ୍ଥ ଗତିରାଉତ ପାଟଣା ଅଂଚଳରେ ଏକ ଅଘଟଣ ଘଟିଯାଇଛି । ଟ୍ରକ୍ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି ।

ଫଳରେ ଦୁଇ ଜଣ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଆଜି ସକାଳୁ କଟକ ଅଭିମୁଖେ ଏକ ଧାନମଣ୍ଡି ଟ୍ରକ ଆସୁଥିବା ସମୟରେ କନ୍ଦରପୁର ଆଡକୁ ଏକ ଖାଲି ତେଲ ଟ୍ୟାଙ୍କର ଯାଉଥିଲା । ଏହି ସମୟରେ ଉଭୟ ସାମ୍ନାସାମ୍ନି ଧକ୍କା ହୋଇଥିଲେ । ଏହାସହ ତେଲ ଟ୍ୟାଙ୍କର ପଛ ପଟୁ ଆସୁଥିବା ଏକ ହାଇୱା ମଧ୍ୟ ପଛରୁ ପିଟି ହୋଇଯାଇଥିଲା । ଯାହା ଫଳରେ ଦୁଇ ଜଣ ଡ୍ରାଇଭର ଆହତ ହୋଇଥିବା ଜଣାପଡିଛି । ତେବେ ଏନେଇ ଖବର ପାଇ ସି ଆର୍ ଆର୍ ଆଇ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ ଜାରି ରଖିଛି । ଏହାସହ ଆହତଙ୍କୁ ଉଦ୍ଧାର କରି ଏସସିବିରେ ଭର୍ତ୍ତି କରାଯାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...