32.9 C
Balāngīr
Wednesday, April 23, 2025

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଆନନ୍ଦପୁର, (୨୭/୦୨) : ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତକ ହେଲେ ଭଦ୍ରକ ଜିଲ୍ଲା ଦୋଳପଦି ଗାଁର କାଳିଆ ମୁଣ୍ଡାଙ୍କ ପୁଅ ବାଦଲ ମୁଣ୍ଡା । ସେ ବାପା ଓ ମାଆଙ୍କ ସହ ସଙ୍କଟ ପାଲିଆ ଗାଁକୁ ବୁଲିବାକୁ ଆସିଥିଲେ । ରାସ୍ତା ପାର୍ ହେଉଥିବା ବେଳେ ଟ୍ରକଟି ଶିଶୁଟିକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଲୋକମାନେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି । ସୋସୋ ଥାନା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...