32.9 C
Balāngīr
Tuesday, July 15, 2025

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କାମାକ୍ଷାନଗର, (୨୫/୦୨) : କାମାକ୍ଷାନଗର ଥାନା ଅନ୍ତର୍ଗତ ବାଉଁଶପାଳ ଛକ ଠାରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି ।

ବାଙ୍ଗୁରା ଗ୍ରାମର ଅଚ୍ୟୁତାନନ୍ଦ ନାଏକଙ୍କ ପୁଅ ଆଲୋକ ନାଏକ (୨୪) ଆମ୍ବୁଲାନ୍ସ ସେବାରେ କାର୍ଯ୍ୟରତ ଥିବାବେଳେ କର୍ତ୍ତବ୍ୟ ସାରି ସହଯୋଗୀ ଦୀନବନ୍ଧୁ ନାଏକଙ୍କ ସହିତ ଏକ ବାଇକରେ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ । ଫେରିବା ସମୟରେ ବାଉଁଶପାଳ ଛକଠାରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଆଲୋକଙ୍କର ମୃତ୍ୟୁ ହୋଇଛି । ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ କରି ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...