32.9 C
Balāngīr
Friday, June 13, 2025

ଟ୍ରକ ପଛରେ ପିଟିହେଲା କଣ୍ଟେନର, ଡ୍ରାଇଭର ମୃତ

Must read

ଟାଙ୍ଗୀ, (୨୫/୦୫) : ଆପ୍ର. : ଟ୍ରକ ପଛରେ ପିଟିହେଲା କଣ୍ଟେନର , ଚାଳକ ମୃତ । ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ନିକଟ କଉଡ଼ି ଖଣି ଛକରେ ଭୟାବହ ସଡକ ଦୁର୍ଘଟଣା ।

ଟ୍ରକକୁ ପଛ ପଟୁ ପିଟିଲା କଣ୍ଟେନର । ଦୁର୍ଘଟଣାରେ କଣ୍ଟେନର ଚାଳକଙ୍କର ମୃତ୍ୟୁ ହୋଇଛି । ଗତକାଲି ରାତିରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜାତୀୟ ରାଜପଥ କଡ଼ରେ ଏକ ମାଲବାହୀ ଟ୍ରକ ଅଟକି ରହିଥିଲା । ପଛପଟୁ ଏକ ଦ୍ରୁତଗାମୀ ଟ୍ରଲର ଆସି ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଟ୍ରଲର ଡ୍ରାଇଭର କ୍ୟାବିନରେ ଚାପି ହୋଇ ରହିଥିଲା । ଖବର ପାଇ ଗଙ୍ଗାଧର ପୁର ଅଗ୍ନିଶମ ଅଧିକାରୀ ମାନେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରାଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରେ ନାଚୁଣୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...