32.9 C
Balāngīr
Tuesday, May 20, 2025

ଟ୍ରକ ପଛରେ ପିଟିହେଲା କାଚ ବୋତଲ ବୋଝେଇ ଆଇଚର ଟ୍ରକ, ଡ୍ରାଇଭର ମୃତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

କାମାକ୍ଷାନଗର, (୦୪/୦୫) : ଆପ୍ର. : ପରଜଙ୍ଗ ଥାନା ୫୩ ନଂ ଜାତୀୟ ରାଜପଥର ସରାଙ୍ଗ ଗ୍ରାମ ନିକଟରେ ମର୍ମାନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ରୁ ହୋଇଛି ।

ଟ୍ରକ ପଛରେ ଏକ କାଚ ବୋତଲ ବୋଝେଇ ଆଇଚର ଟ୍ରକ ପିଟିହେବାରୁ ଘଟଣା ସ୍ଥଳରେ ହିଁ ଆଇଚର ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତ ଡ୍ରାଇଭର ଜଣଙ୍କ କଟକ ମାହାଙ୍ଗା ଅଞ୍ଚଳର ବୋଲି ସୂଚନା ମିଳିଛି। ପିତିରି ଆଡୁ ତାଳଚେର ଆଡକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବାବେଳେ ଅସାବଧାନତା କାରଣରୁ ଆଇଚର ଗାଡିଟି ଟ୍ରକ ପଛରେ ଧକ୍କା ଦେଇଥିଲା ।

ଘଟଣା ସ୍ଥଳରେ ପରଜଙ୍ଗ ପୁଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଡ୍ରାଇଭରଙ୍କ ମୃତଦେହକୁ ଉଦ୍ଧାର କରିଛନ୍ତି । ପ୍ରାୟ କିଛି ସମୟ ଧରି ଡ୍ରାଇଭର ଜଣଙ୍କ ଟ୍ରକ ଭିତରେ ଚାପି ହୋଇ ରହିଥିଲେ । କଟର ମେସିନ ସାହାଯ୍ୟରେ ଅଗ୍ନିଶମ କର୍ମଚାରୀମାନେ ମୃତ ଡ୍ରାଇଭର ଜଣଙ୍କୁ ଉଦ୍ଧାର କରିଛନ୍ତି । ଏ ନେଇ ପରଜଙ୍ଗ ପୁଲିସ ମୃତ ଦେହକୁ ଜବତ ପରେ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...