32.9 C
Balāngīr
Tuesday, May 13, 2025

ଟ୍ରାକ୍ଟର ଧକ୍କାରେ, ସାଇକେଲ ଆରୋହୀ ମୃତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଢେଙ୍କାନାଳ, (୧୮/୦୪) : ଆପ୍ର. : ଟ୍ରାକ୍ଟର ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ । ସାଇକେଲ ଆରୋହିଙ୍କୁ ଧକ୍କା ଦେବା ପରେ ଦୋକାନ ଭିତରକୁ ପଶିଗଲା ଟ୍ରାକ୍ଟର ।

ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ମୀନା ବଜାରରେ ଘଟିଛି । ମୃତକ ଜଣକ ୨୫ ବର୍ଷୀୟ ହ୍ରିତିକ ତନ୍ନା । ସୂଚନା ଅନୁସାରେ, ହ୍ରିତିକ ତନ୍ନା ସାଇକେଲ ଯୋଗେ ସଉଦା କିଣିବାକୁ ଦୋକାନକୁ ଯାଉଥିବା ସମୟରେ ଟ୍ରାକ୍ଟର ତାଙ୍କୁ ଚାପି ଦେଇଥିଲା । ଦୁର୍ଘଟଣା ପରେ ଟ୍ରାକ୍ଟର ରାସ୍ତାପାର୍ଶ୍ଵରେ ଥିବା ଦୋକାନ ଭିତରକୁ ପଶି ଯାଇଥିଲା । ଅଳ୍ପକେ ଦୋକାନ ଆଗରେ ଛିଡା ହୋଇଥିବା କିଛି ଗ୍ରାହକ ଓ ଦୋକାନ ମାଲିକଙ୍କ ଜୀବନ ବର୍ତ୍ତିଯାଇଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ସହ ସ୍ଥାନୀୟ ଲୋକ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି । ଫଳରେ ରାସ୍ତାର ଉଭୟ ପଟରେ ଶତାଧିକ ଗାଡି ଅଟକି ରହିଛି। ଘଟଣାସ୍ଥଳରେ ଟାଉନଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ଘଟଣାର ତଦନ୍ତ ଜାରି କରିଛି । ଟ୍ରାକ୍ଟର ଚାଳକକୁ ଅଟକ ରଖାଯାଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...