32.9 C
Balāngīr
Friday, June 13, 2025

ଟ୍ରାକ୍ଟର-ପିକ୍‌ଅପ୍ ମୁଁହାମୁଁହି ଧକ୍କା : ୨ ଗୁରୁତର

Must read

ସୁବର୍ଣ୍ଣପୁର, (୧୯/୦୫) : ଆପ୍ର. : ଟ୍ରାକ୍ଟର-ପିକ୍‌ଅପ୍ ମୁଁହାମୁଁହି । ୨ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଦୁର୍ଗାମଣ୍ଡପ ଛକ ନିକଟରେ ପିକଅପ୍ ଏବଂ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।

ଫଳରେ ପିକ୍‌ଅପ୍‌ ଗାଡ଼ିର ଚାଳକ ଏବଂ ହେଲ୍ପର ଆହତ ହୋଇଥିବା ବେଳେ ଟ୍ରାକ୍ଟରର ଚାଳକ ଘଟଣା ସ୍ଥଳରୁ ଫେରାର ମାରିଥିବା ଜଣାପଡିଛି । ସୂଚନା ଅନୁସାରେ ଛତିଶଗଡରୁ ଏକ ପିକ୍‌ଅପ୍‌ ଭ୍ୟାନ୍ ସୁବର୍ଣ୍ଣପୁରକୁ ଆସୁଥିବା ବେଳେ ସୁବର୍ଣ୍ଣପୁର ପଟରୁ ଯାଉଥିବା ଏକ ବାଲି ବୋଝେଇ ଟ୍ରାକ୍ଟର ସହ ଉକ୍ତ ସ୍ଥାନରେ ମୁଁହାମୁହିଁ ହୋଇଥଲା । ଫଳରେ ଉଭୟ ଗାଡ଼ି ଚୁର୍‌ମାର୍ ହୋଇଯାଇଥିଲା ଓ ପିକ୍‌ଅପ୍‌ ଭ୍ୟାନ୍‌ର ଚାଳକ ଏବଂ ହେଲପର ଗାଡ଼ି ଭିତରେ ଚାପି ହୋଇଯାଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ଉଭୟଙ୍କୁ ଉଦ୍ଧାର କରି ସଦର ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ । ଘଟଣାସ୍ଥଳରୁ ଟ୍ରାକ୍ଟର ଚାଳକ ଫେରାର ମାରିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...