32.9 C
Balāngīr
Wednesday, April 30, 2025

ଟ୍ରାକ୍ଟର ମାଲିକ ସଂଘ ତରଫରୁ ବିଧାୟକଙ୍କୁ ଦାବିପତ୍ର

Must read

ବଲାଙ୍ଗିର, (୨୪/୦୩) : ଆ.ପ୍ର. : ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ସଂଘର ଉପଦେଷ୍ଟା ମିଟୁଆ ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ଟ୍ରାକ୍ଟର ଚଳାଚଳ ଉପରେ ହେଉଥିବା କଠୋର ଦଣ୍ଡବିଧାନ ପାଇଁ ଏକ ଦାବିପତ୍ର ଦିଆଯାଇଛି ।

ସଂଘର ଦାବିକୁ ଆଲୋଚନା ମାଧ୍ୟମରେ ହୃଦୟଙ୍ଗମ କରି ଆଗାମୀ ବିଧାନସଭା ଗୃହରେ ଆଲୋଚନା କରିବାକୁ ସହମତି ପ୍ରକାଶ କରିବା ସହ ବଲାଙ୍ଗିର ସହରରେ ଯେମିତି ଅବାଧରେ ଟ୍ରାକ୍ଟରମାନଙ୍କର ରୋଜଗାର ହୋଇପାରିବ ସେଥିପାଇଁ ପ୍ରଶାସନଙ୍କ ଠାରେ ଆଲୋଚନାର ପ୍ରତିଶୃତି ଦେଇଛନ୍ତି ବଧାୟକ କଳିକେଶ ନାରାୟଣ ସିଂଦେଓ । ଟ୍ରାକ୍ଟର ମାଲିକମାନଙ୍କ ମଧ୍ୟରେ ବୁଲୁ ଘଡାଇ, ସୀତାରାମ କୁମ୍ଭାର, କୁନୁ ପାତ୍ର, ସତ୍ୟଜିତ ବାବୁ, ଗଙ୍ଗା ମିଶ୍ର, ପ୍ରବୀଣ ତ୍ରିପାଠୀ, ଜେ.କେ. ସାହୁ, ମନୋଜ ମିଶ୍ର, ସରୋଜ ବାବୁ, ଉଦୟ ଝା, ଚୈତନ୍ୟ ସାହୁ, ପିଣ୍ଟୁ ନାଏକ, ଜିତୁ ଦାଶ, ପ୍ରଶନ୍ନ ପ୍ରଧାନ, ବିଘ୍ନେଶ୍ୱର ସୁନା ପ୍ରମୁଖ ସଭ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...