32.9 C
Balāngīr
Tuesday, May 20, 2025

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି ପଡ଼ିଥିଲେ lWhatsApp Image 2025 04 24 at 10.26.32 ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଝାରଖଣ୍ଡ ରାଜ୍ୟ ବୋକାରୁ ଜିଲ୍ଲା ଜରିଡି ଥାନା ଅରାଜୁ ଗ୍ରାମର ପରାୟଗ ସୁରେନ ବୋଲି ଜଣା ପଡିଛି l ମୃତ ବ୍ୟକ୍ତି ଜଣକ ଟ୍ରେନରୁ ପଡ଼ିଯିବା ଦେଖି ଟ୍ରେନ ଭିତରେ ଥିବା ଜଣେ ଯାତ୍ରୀ ରେଲୱେ ହେଲ୍ପ ଲାଇନ ନମ୍ବରକୁ ଯୋଗାଯୋଗ କରିଥିଲେ l ଜିଆରପି ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଖସି ପଡିଥିବା ବ୍ୟକ୍ତିକୁ ଡୁଙ୍ଗୁରିପାଳି ଡାକ୍ତରଖାନାରେ ଭର୍ତ୍ତି କରିବା ପରେ ଡାକ୍ତର ମୃତ ଘୋଷଣା କରିଛନ୍ତି l ଡୁଙ୍ଗୁରିପାଲି ଡାକ୍ତରଖାନାରେ ମୃତଦେହକୁ ଜିଆରପି ପୁଲିସ ଜବତ କରି ଶବ ବ୍ୟବଚ୍ଛେଦ କରିବା ସହ ଘଟଣାର ତଦନ୍ତ ଜାରୀ କରୁଛି l

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...