32.9 C
Balāngīr
Thursday, June 12, 2025

ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ବିରୋଧରେ ସୋନପୁର ରେ କ୍ୟାଣ୍ଡେଲ ରାଲି

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୮/୦୮) : କୋଲକାତା ର ଆରଜି ମେଡିକାଲ କଲେଜ ଓ ହସ୍ପିଟାଲ ରେ ଡାକ୍ତରୀ ଛାତ୍ରୀଙ୍କ ଉପରେ ଦୁଷ୍କର୍ମ ଓ ହତ୍ୟା ଘଟଣାର ପ୍ରତିବାଦ ରେ ସୋନପୁର ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଓ ସମସ୍ତ କର୍ମଚାରୀଙ୍କୁ ନେଇ ଏକ ନିରବ କ୍ୟାଣ୍ଡେଲ ରାଲି ଅନୁଷ୍ଠିତ ହୋଇଯାଇଛି lWhatsApp Image 2024 08 18 at 20.54.56 ଡାକ୍ତରୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ବିରୋଧରେ ସୋନପୁର ରେ କ୍ୟାଣ୍ଡେଲ ରାଲି

ଗତକାଲି ସନ୍ଧ୍ୟା ୬ ଟା ସମୟରେ ସୋନପୁର ମୁଖ୍ୟ ଡାକ୍ତଖାନାରର ଡାକ୍ତର ଓ ସମସ୍ତ କର୍ମଚାରୀ ସମୂହ କ୍ୟାଣ୍ଡେଲ ଜଳାଇ କୋଲକାତା ଠାରେ ଡାକ୍ତରୀ ଛାତ୍ରୀଙ୍କ ଉପରେ ହୋଇଥିବା ଗଣବଳାତ୍କlରର ପ୍ରତିବାଦ କରି ନିରବ ରାଲି କରିଥିଲେ ଓ ଦୋଷୀ ବିରୁଦ୍ଧରେ କଡା କାର୍ଯାନୁଷ୍ଠାନ ଗ୍ରହଣ ପାଇଁ ଭାରତ ସରକାରଙ୍କୁ ଦାବୀ ଜଣାଇଥିଲେ l ଏହି ରାଲିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଦୁର୍ଗାଦତ୍ତ ଦାସ ଓମସା ଜିଲ୍ଲା ସଭାପତି ଡା. ନରେନ୍ଦ୍ର କୁମାର ମେହେର, ସମ୍ପାଦକ ଡା. ନନ୍ଦିକିଶୋର ନାୟକ, ଏ ଡି ପି ଏଚ ଓ ଭିବିଡି ଡା. ଗୋପାଳ ଚନ୍ଦ୍ର ମଲ୍ଲିକ ସମସ୍ତ ସ୍ପେସିଆଲିଷ୍ଟ ଡାକ୍ତର ଓ ଡାକ୍ତରଖାନାର ସମସ୍ତ କର୍ମଚାରୀ ଅଂଶଗ୍ରହଣ କରିଥିଲେ l ଏହି ରାଲି ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଠାରୁ ଆରମ୍ଭ ହୋଇ ବ୍ଲକ ଛକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା l

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...