32.9 C
Balāngīr
Sunday, April 20, 2025

ଡେରେଜାଙ୍ଗ ଡ୍ୟାମରେ ବୁଡ଼ି ଡାକ୍ତରୀ ଛାତ୍ର ମୃତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଅନୁଗୁଳ, (୧୧/୦୪) : ଆପ୍ର. : ଡେରେଜାଙ୍ଗ ଡ୍ୟାମରେ ବୁଡ଼ି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ। ସାଙ୍ଗ ମାନଙ୍କ ସହ ଡ୍ୟାମ ଭିତରେ ମଜା କରୁଥିବା ବେଳେ ଘଟିଛି ଏହି ଦୁଖଦଃ ଘଟଣା ।

ମୃତକ ଅନୁଗୁଳ ଟାଇଁଶି ଗାଁର ବୋଲି ଜଣ ପଡିଛି । ଖବରପାଇ ଜରପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି । ଏହି ଘଟଣା ପରେ ଟାଇଁଶି ଗାଁ’ରେ ଶୋକର ଛାୟା ଖେଳି ଯାଇଛି । ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲା ଟାଇଁଶି ଗାଁ’ର ରୁଲୁ ପ୍ରଧାନ ହାଇଦ୍ରାବାଦରେ ରହି ଡାକ୍ତରୀ ପଢୁଥିଲେ । କଲେଜ ଛୁଟି ଥିବାରୁ ଘରକୁ ବୁଲିବାକୁ ଆସିଥିଲେ । ଗାଁ’ରେ ପହଂଚିବା ପରେ ସାଙ୍ଗମାନଙ୍କ ସହ ବୁଲାବୁଲି କରିବା ପରେ ଡେରେଜାଙ୍ଗ ଡ୍ୟାମକୁ ବୁଲିବାକୁ ଯାଇଥିଲେ । ଏହି ସମୟରେ ହଠାତ ରୁଲୁଙ୍କର ଗୋଡ଼ ଖସିଯାଇଥିଲା ଆଉ ସେ ପାଣିରେ ବୁଡ଼ି ଯାଇଥିଲେ । ଏହାପରେ ସାଙ୍ଗମାନେ ତାଙ୍କୁ ଉଦ୍ଧାର କରିବା ଚେଷ୍ଟା କରିଥିଲେ ହେଲେ ସେତେ ବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...