32.9 C
Balāngīr
Wednesday, April 23, 2025

ତାଡବା ବିଦ୍ୟାଳୟ ବାର୍ଷିକ ଉତ୍ସବ ରେ ପାରଳା ବିଧାୟକ

Must read

କାଶୀନଗର, (୨୯/୩) : ଆ.ପ୍ର. : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ତାଡବା ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l

ଏହି ଉତ୍ସବରେ ମାନ୍ୟବର ପାରଳା ବିଧାୟକ ଶ୍ରୀ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ l ଏଥିରେ ବିଧାୟକ ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ l ଏହି ଉତ୍ସବରେ ବିଧାୟକ ସହ ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ, କାଶୀନଗର ବ୍ଲକ ଅଧକ୍ଷା ଵାଲା ସାଇଆମ୍ମା, ବ୍ଲକ ସଭାପତି ଅଖିଳ ପାତ୍ର ସରପଞ୍ଚ ସମିତି ପ୍ରମୁଖ ଯୋଗଦେଇଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...