32.9 C
Balāngīr
Tuesday, May 13, 2025

ତାତିରୁ ମିଳିଲା ତ୍ରାହି: ୨ ଯାଏ ରାଜ୍ୟରେ କାଳବୈଶାଖୀ, ଆଜି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୨୯/୦୪) : ଆପ୍ର. : କାଳବୈଶାଖୀ ପ୍ରଭାବରେ ତାତିରୁ ମିଳିଲା ତ୍ରାହି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କମିଲା ତାତି ।

ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ୫ରୁ ୧୨ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି । ତେବେ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ଆସନ୍ତା ୨ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୫ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏହା ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା ରହିଛି ।

 

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...