32.9 C
Balāngīr
Sunday, April 20, 2025

ତାରାତାରିଣୀ ମନ୍ଦିର ତଳେ ଏକ କୋଠ ଘରେ ବିଶ୍ବ ମାନବ ଅଧିକାର ଦିବସ ପାଳନ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଓଡିଶା ନ୍ୟୁଜ୨୪ //
ପୁରୁଷୋତ୍ତମପୁର (୧୧/୧୨): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରାଇପୁର ପଞ୍ଚାୟତ ତାରାତାରିଣୀ ପୀଠ ତଳେ ଥିବା ଏକ କୋଠ ଘର ଠାରେ ବିଶ୍ବ ମାନବ ଅଧିକାର ଦିବସ ପାଳିତ ହୋଇଯାଇଛି ।WhatsApp Image 2024 12 12 at 4.49.29 PM ତାରାତାରିଣୀ ମନ୍ଦିର ତଳେ ଏକ କୋଠ ଘରେ ବିଶ୍ବ ମାନବ ଅଧିକାର ଦିବସ ପାଳନ

ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନବ ଅଧିକାର ମିଶନ ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦିଲ୍ଲିପ ଧଳ , ସମ୍ମାନିତ ଅତିଥି ଭାବେ ରାଜ୍ୟ ସଭାପତି ମହିଳା ଶାଖାର ଶ୍ରୀମତୀ ଆରତି ମଙ୍ଗରାଜ,ମାନବାଧିକାର ମିଶନ୍ ର ଜିଲ୍ଲା ସଭାପତି ଲୋକନାଥ ତ୍ରିପାଠୀ ,ଉପ ସଭାପତିଅଶୋକବିଶ୍ଵାଳ, ସାଧାରଣ ସମ୍ପାଦକ ବିଜୟ କୁମାର ତ୍ରିପାଠୀ,ସମ୍ପାଦକ ଶିବ ଶଙ୍କର ବେହେରା, ସମାଜ ସେବୀ ବାପୁଜୀ ରଣା, ସରପଞ୍ଚ ନମିତା ବେହେରା ଓ ସମିତି ସଭ୍ୟ ଉଷା ରାଣୀ ବେହେରା ଉପସ୍ଥିତ ରହି ମାନବ ଅଧିକାର ଦିବସ ଉପଲକ୍ଷେ ସମସ୍ତ ଜନ ସାଧାରଣ ଓ ଅତିଥି ବୃନ୍ଦମାନେ ମୌଳିକ ଅଧିକାରରୁ କିପରି ବଞ୍ଚିତ ନ ହେବେ ତଥା ମାନବ ଅଧିକାର ସର୍ବୋଚ୍ଚ ନ୍ୟାୟ ତଥା ସଭିଙ୍କ ଅଧିକାର ବୋଲି ମତବ୍ୟକ୍ତ କରିଥିଲେ ।

ମାନବ ଅଧିକାର ବିଷୟରେ ପ୍ରାଞ୍ଜଳ ଭାବରେ ବୁଝାଇବା ସହ କହିଥିଲେ ଯେଉ ଠାରେ ଆପଣଙ୍କ ପ୍ରତି ଅତ୍ୟାଚାର ହେଉଛି ସେi ଠାରେ ଆମକୁ ଲିଖିତ ଭାବରେ ଜଣାଇ ପାରିବେ ଏବଂ ଆଇନକୁ ହାତକୁ ନ ନେବା ପାଇଁ ଅତିଥି ବୃନ୍ଦ ପରାମର୍ଶ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...