32.9 C
Balāngīr
Tuesday, May 20, 2025

ତାରାତାରିଣୀ ମହାବିଦ୍ୟାଳୟର ସଫଳତା

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ବ୍ରହ୍ମପୁର, (୦୨/୦୫) : ଆପ୍ର. : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଦ୍ବାରା ପରିଚାଳିତ ସ୍ନାତକ ପରୀକ୍ଷାରେ ପୁରୁଷୋତ୍ତମପୁର ତାରାତାରିଣୀ ମହାବିଦ୍ୟାଳୟର ଅର୍ଥନୀତି ବିଭାଗର ଛାତ୍ର ଶୁଭମ୍ ସାବତ ଷଷ୍ଠ ସ୍ଥାନ ଅଧିକାର କରି ମହାବିଦ୍ୟାଳୟ ପାଇଁ ଗୈାରବ ଆଣି ପାରିଛନ୍ତି ।

ସେହିପରି ଓଡ଼ିଆ ବିଭାଗର ଛାତ୍ରୀ ଏନ୍. ସୋନାଲି ରେଡ଼ି ଦ୍ବିତୀୟ ସ୍ଥାନ , ଆର୍. ଲିପ୍ସା ରେଡ଼ି ଦଶମ ସ୍ଥାନ, ଇଂରାଜୀ ବିଭାଗର ଛାତ୍ରୀ ସୁଶ୍ରୀ ଲିପି ଗୈାଡ ପଞ୍ଚମ ସ୍ଥାନ ଅଧିକାର କରି ମହାବିଦ୍ୟାଳୟ ଲାଗି ସୁନାମ ଆଣିଛନ୍ତି । ଛାତ୍ର ଛାତ୍ରୀଙ୍କ ଏହି ସଫଳତାରେ ବର୍ତ୍ତମାନ ଅଞ୍ଚଳବାସୀଙ୍କ ମନରେ ଆନନ୍ଦର ଲହରୀ ଖେଳିଯାଇଛି ।

ପ୍ରତିକ୍ରିୟାରେ ଛାତ୍ରଛାତ୍ରୀ ମାନେ କୁହନ୍ତି ଅଧ୍ୟକ୍ଷ ଡ଼କ୍ଟର ସୁରେନ୍ଦ୍ର ନାଥ ପଣ୍ଡାଙ୍କ ସୁଶାସନ ଏବଂ ବିଭାଗୀୟ ଅଧ୍ୟାପିକା ଅଧ୍ୟାପକମାନଙ୍କ ଗୁଣାତ୍ମକ ଶିକ୍ଷାଦାନ ତଥା ସହଯୋଗରୁ ହିଁ ଛାତ୍ରଛାତ୍ରୀ ମାନେ ଏତେ ବଡ଼ ସଫଳତା ପାଇ ପାରିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀବୃନ୍ଦ କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...